Browsing Tag

CM Naveen

ପଶ୍ଚିମ ଓଡିଶାର ଲୋକଙ୍କ ସାମାଜିକ ଓ ସାଂସ୍କୃତିକ ଜୀବନ ଆହୁରି ସକ୍ରିୟ ହେବ, ମୁଖ୍ୟମନ୍ତ୍ରୀ ସଭାଗୃହ କାର୍ଯ୍ୟକ୍ରମର…

କେନ୍ୟୁଜ୍(ବ୍ୟୁରୋ):  ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆଜି ପଶ୍ଚିମ ଓଡିଶାରେ ମୁଖ୍ୟମନ୍ତ୍ରୀ ସଭାଗୃହ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଏହି ଯୋଜନାରେ ପଶ୍ଚିମ ଓଡିଶାର ପ୍ରାୟ ୨୦୦୦ଟି କଲ୍ୟାଣ ମଣ୍ଡପ ଓ ସ୍ଥାନୀୟ ସଭାଗୃହ ଗୁଡିକର ନିର୍ମାଣ ହାତକୁ ନିଆଯିବ। ଏଥିପାଇଁ ୨୫ କୋଟି ଟଙ୍କା…

ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ପରେ ଝାରସୁଗୁଡା ଜିଲ୍ଲାର ଚାଷୀଙ୍କ ମୁହଁରେ ଫୁଟିଲା ହସ, ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା…

କେନ୍ୟୁଜ୍(ବ୍ୟୁରୋ):  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ଝାରସୁଗୁଡ଼ା ବିଧାୟିକା ଦୀପାଳି ଦାସ ଓ ଚାଷୀ । ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ପରେ ଝାରସୁଗୁଡା ଜିଲ୍ଲାର ଚାଷୀଙ୍କ ମୁହଁରେ ହସ ଫୁଟିଲା । ସ୍ୱଳ୍ପ ବୃଷ୍ଟିପାତ ଯୋଗୁ ଝାରସୁଗୁଡାର ୧୭ଟି ପଞ୍ଚାୟତ ଓ ପୋରାଞ୍ଚଳର ପ୍ରାୟ…

ନବୀନ ନିବାସରେ ମହିମା ସାଧୁ ସନ୍ଥ, ମହିମା ପୀଠର ଉନ୍ନତିକରଣ ପଦକ୍ଷେପ ପାଇଁ ଧନ୍ୟବାଦ ଜଣାଇଲେ

ନବୀନ ନିବାସରେ ମହିମା ସାଧୁ ସନ୍ଥ । ଯୋରନ୍ଦା ମହିମା ପୀଠର ଉନ୍ନତିକରଣ ଓ ରୂପାନ୍ତର ପାଇଁ ପଦକ୍ଷେପ ପାଇଁ ଧନ୍ୟବାଦ ଜଣାଇଛନ୍ତି । ନିକଟରେ ମୁଖ୍ୟମନ୍ତ୍ରୀ ୧୧୨କୋଟି ଟଙ୍କା ମଞ୍ଜୁର କରିଥିଲେ । ଏହାପରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଧନ୍ୟବାଦ ଜଣାଇଛନ୍ତି ମହିମା ସାଧୁ ସନ୍ଥ । ସେମାନଙ୍କ ସହ…

ପାଚିକା-ସହାୟିକାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରଜଭେଟି, ଶାଢ଼ି ପାଇଁ ଦେଲେ ୫୦୦ ଟଙ୍କା ଲେଖାଏଁ ଭତ୍ତା

କେନ୍ୟୁଜ୍(ବ୍ୟୁରୋ): ପାଚିକା-ସହାୟିକାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରଜଭେଟି। ରାଜ୍ୟର ସ୍କୁଲଗୁଡିକରେ ନିୟୋଜିତ ପାଚିକା-ସହାୟିକାଙ୍କ ପାଇଁ ୧୧୭ କୋଟି ୭୩ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ। ଏଥିସହ ପ୍ରତି ପାଚିକା ଓ ସହାୟିକାଙ୍କୁ ଶାଢ଼ି ପାଇଁ ୫୦୦…

ଆୟୁବ ଖାନ୍‌ ମଲ୍ଟି ସ୍ପେସିଆଲିଟି ହସ୍ପିଟାଲ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

କଣ୍ଟାବାଞ୍ଜି : ଆୟୁବ ଖାନ୍‌ ମଲ୍ଟି ସ୍ପେସିଆଲିଟି ହସ୍ପିଟାଲ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ଏକ ବିରାଟ ସଭା କଣ୍ଟାବାଞ୍ଜି ରେଳବାଇ ଖେଳ ପଡିଆରେ ଅନୁଷ୍ଠିତ ହୋଇଥିଲା । ସ୍ୱାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଝାରୀ, ବୟାନ ଶିଳ୍ପ ମନ୍ତ୍ରୀ ରିତା ସାହୁ, ଯୋଜନା…

ଓଡ଼ିଶା ମୋଟର ଯାନ ଡ୍ରାଇଭର ଓ କର୍ମଚାରୀ କଲ୍ୟାଣ ଯୋଜନାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ଦୁର୍ଘଟଣା ଜନିତ ମୃତ୍ୟୁ…

ଓଡ଼ିଶା ମୋଟର ଯାନ ଡ୍ରାଇଭର ଓ କର୍ମଚାରୀ କଲ୍ୟାଣ ଯୋଜନାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ। ଏହି ଯୋଜନାକୁ କାର୍ଯ୍ୟକାରୀ କରିବା ପାଇଁ କଲ୍ୟାଣ ବୋର୍ଡ ଗଠନକୁ ମଧ୍ୟ ସ୍ୱୀକୃତି ପ୍ରଦାନ କରିଛନ୍ତି। ଦୁର୍ଘଟଣା ଜନିତ ମୃତ୍ୟୁ କ୍ଷେତ୍ରରେ ଗାଡ଼ି ଚାଳକ କିମ୍ବା କର୍ମଚାରୀଙ୍କ ନିକଟତମ…

ନବୀନ ପଟ୍ଟନାୟକଙ୍କ ପଞ୍ଚମ ପାଳି ସରକାରକୁ ଆସନ୍ତାକାଲି ପୂରିବ ୪ ବର୍ଷ, କୃଷିଠାରୁ କ୍ରୀ଼ଡ଼ା ସବୁ କ୍ଷେତ୍ରକୁ ମିଳିଛି…

କେନ୍ୟୁଜ(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପଞ୍ଚମ ପାଳି ସରକାରକୁ ଆସନ୍ତାକାଲି ୪ ବର୍ଷ ପୂରିବ । ବିପର୍ଯ୍ୟୟ ମୁକାବିଲାଠୁର ଆରମ୍ଭ କରି ମହିଳା ସଶକ୍ତିକରଣ, ଶିକ୍ଷାଠାରୁ ଆରମ୍ଭ କରି ସ୍ୱାସ୍ଥ୍ୟ ଯାଏ । କୃଷିଠାରୁ କ୍ରୀ଼ଡ଼ା ସବୁ କ୍ଷେତ୍ରକୁ ମିଳିଛି ନୂଆ ଦିଗ । ପଞ୍ଚମ ପାଳିର…

ରାଜ୍ୟ ସମବାୟ-ଖାଦ୍ୟ ଯୋଗାଣ ଓ ସ୍ୱାସ୍ଥ୍ୟ ବିଭାଗର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ରାଜ୍ୟ ସମବାୟ ଓ ଖାଦ୍ୟ ଯୋଗାଣ ବିଭାଗର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତ୍ରିସ୍ତରୀୟ ସ୍ୱଳ୍ପମିଆଦି ସମବାୟ ଋଣ ବ୍ୟବସ୍ଥା କରାଯାଇଛି । ରାଜ୍ୟରେ ୧୭ ଗୋଟି କେନ୍ଦ୍ର ସମବାୟ ବ୍ୟାଙ୍କ ଓ ୨୭୧୦ ଗୋଟି ପ୍ରାଥମିକ କୃଷିଋଣ ସମବାୟ ସମିତି (ପାକ୍ସ) ମାନେ ଚାଷୀମାନଙ୍କୁ ସହଜ…

୨୭ରେ ନୂଆଦିଲ୍ଲୀ ନୀତି ଆୟୋଗ ଗଭର୍ଣ୍ଣିଂ କାଉନସିଲ ବୈଠକ: ପୁଣି ମୋଦି ନବୀନ ହେବେ ଭେଟ

କେନ୍ୟୁଜ୍(ବ୍ୟୁରୋ): ପୁଣି ହେବ ମୋଦି -ନବୀନ ଭେଟ। ଆସନ୍ତା ୨୭ରେ ନୂଆଦିଲ୍ଲୀ ନୀତି ଆୟୋଗ ଗଭର୍ଣ୍ଣିଂ କାଉନସିଲ ବୈଠକ ବସୁଛି । ଏହି ବୈଠକରେ ମୁଖ୍ୟମନ୍ତ୍ରୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ ବିକଶିତ ଭାରତ ଉପରେ ଆଲୋଚନା ହେବ ।…

ଜମି ଓ ତିନି କୋଟି ଟଙ୍କା ମଞ୍ଜୁର କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଧନ୍ୟବାଦ ଦେଲା ଅଗ୍ରିଆ ସମାଜ

କେନ୍ୟୁଜ୍(ବ୍ୟୁରୋ):  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଧନ୍ୟବାଦ ଜଣାଇଲେ ଅଗ୍ରିଆ ସମାଜ । ନିକଟରେ ଅଗ୍ରିଆ ସମାଜ ପାଇଁ ଅଧ ଏକର ଜମି ଓ ତିନି କୋଟି ଟଙ୍କା ମଞ୍ଜୁର କରିଥିଲେ ମୁଖ୍ୟମନ୍ତ୍ରୀ । ଅଗ୍ରିଆ ସମାଜ ପଶ୍ଚିମ ଓଡିଶାର ଏକ ପ୍ରମୁଖ ଗୋଷ୍ଠୀ । କୃଷି ଉପରେ ର୍ନିଭର କରୁଥିବା…

ସୁଲଭ ମୂଲ୍ୟରେ ଦକ୍ଷିଣ- ପୂର୍ବ ଏସୀୟ ସହରକୁ ଯାତ୍ରା କରିପାରିବେ ଓଡ଼ିଶାବାସୀ, ଭୁବନେଶ୍ୱରରୁ ସିଙ୍ଗାପୁର ଓ ବ୍ୟାଙ୍କକକୁ…

ଓଡ଼ିଆ ନ୍ୟୁଜ୍(ବ୍ୟୁରୋ): ଭୁବନେଶ୍ୱରରୁ ସିଙ୍ଗାପୁର ଓ ବ୍ୟାଙ୍କକକୁ ସିଧାସଳଖ ବିମାନସେବାର ଟିକେଟ ବିକ୍ରି ଆରମ୍ଭ। ଟିକେଟ ବିକ୍ରିର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ସୁଲଭ ମୂଲ୍ୟରେ ଦକ୍ଷିଣ- ପୂର୍ବ ଏସୀୟ ସହରକୁ ଓଡ଼ିଶାବାସୀ ଯାତ୍ରା କରିପାରିବେ। ଏହା ଦ୍ୱାରା ନୂଆ…