Below header
Browsing Tag

CM Naveen

ରିଲାଏନ୍‌ସ ଗ୍ରୁପ ଅଧ୍ୟକ୍ଷ ମୁକେଶ ଅମ୍ବାନୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଓଡିଶାରେ ନିବେଶ ନେଇ କଲେ…

କେନ୍ୟୁଜ୍(ବ୍ୟୁରୋ): ଦୁଇ ଦିନିଆ ମୁମ୍ବାଇ ଗସ୍ତରେ ଅଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଲୋଚନା କରିଛନ୍ତି ବିଶିଷ୍ଟ ଶିଳ୍ପପତି ତଥା ରିଲାଏନ୍‌ସ ଗ୍ରୁପ ଅଧ୍ୟକ୍ଷ ମୁକେଶ ଅମ୍ବାନୀ । ଏହି ଅବସରରେ ଅମ୍ବାନୀ କହିଛନ୍ତି, ଓଡ଼ିଶା ନିବେଶର ଉପଯୁକ୍ତ ସ୍ଥାନ ।…

୧୬୫୦ କୋଟି ଟଙ୍କାର ୧୯ଟି ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ପ୍ରାୟ ୪୫୦୦ ନିଯୁକ୍ତି ସୁଯୋଗ…

ଭୁବନେଶ୍ବର(କେନ୍ୟୁଜ୍): ୧୬୫୦ କୋଟି ଟଙ୍କାର ୧୯ଟି ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ। ୨ଟି ପ୍ରକଳ୍ପର ଉଦ୍‌ଘାଟନ ହୋଇଥିବା ବେଳେ ୧୭ଟି ପ୍ରକଳ୍ପର ଶିଳାନ୍ୟାସ ହୋଇଛି। ଏଥିରେ ରହିଛି, ପ୍ଲାଷ୍ଟିକ, ସି ଫୁଡ୍‌ ପ୍ରୋସେସିଂ, ମ୍ୟାନୁଫେକ୍‌ଚରିଂ, ପର୍ଯ୍ୟଟନ, ସୂଚନା ଓ…

ଚାଷୀ, ମହିଳା ଓ ଯୁବ ସମାଜ ରାଜ୍ୟର ତ୍ରିଶକ୍ତି : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

କେନ୍ଦୁଝର(କେନ୍ୟୁଜ୍‌) : ଚାଷୀ, ମହିଳା ଓ ଯୁବ ସମାଜ ରାଜ୍ୟର ତ୍ରିଶକ୍ତି । ଏମାନେ ରାଜ୍ୟ ପ୍ରଗତିର ସାରଥି । ବିକଶିତ ଓଡ଼ିଶାର ସ୍ୱପ୍ନକୁ ପୂରଣ କରିବାରେ ଏହି ତ୍ରିଶକ୍ତି ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ । ଆଜି କେନ୍ଦୁଝର ଜିଲ୍ଲାରେ ମେଡିକାଲ୍‌ କଲେଜ ଓ ହସ୍ପିଟାଲର ଲୋକାର୍ପଣ…

ଆଜି କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

କେନ୍ଦୁଝର(କେନ୍ୟୁଜ୍‌) : ଆଜି କେନ୍ଦୁଝର ଗସ୍ତରେ ଆସିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଧରଣୀଧର ମେଡିକାଲ କଲେଜର ହେବ ଲୋକାର୍ପଣ । ଭୁବନେଶ୍ୱରରୁ ମୁଖ୍ୟମନ୍ତ୍ରୀ ହେଲିକପ୍ଟରରେ ଆସି ଦିନ ୧୧ଟା ୧୫ରେ ଧରଣୀଧର ମେଡିକାଲ କଲେଜ ନିକଟ ହେଲିପ୍ୟାଡରେ ପହଞ୍ଚିବେ । ପୂର୍ବାହ୍‌ଣ ୧୧ଟା ୨୩ରେ…

କେନ୍ଦୁଝର ଡିଡି କଲେଜ ହେଲା ବିଶ୍ୱବିଦ୍ୟାଳୟ: ଆସନ୍ତାକାଲି ଲୋକାର୍ପିତ କରିବେ ମୁଖ୍ୟମନ୍ତ୍ରୀ

କେନ୍ୟୁଜ୍(ବ୍ୟୁରୋ):  ଡିଡି କଲେଜ ହେଲା ବିଶ୍ୱବିଦ୍ୟାଳୟ। କେନ୍ଦୁଝର ଧରଣୀଧର ସ୍ୱୟଂଶାସିତ ମହାବିଦ୍ୟାଳୟକୁ ବିଶ୍ୱବିଦ୍ୟାଳୟ ମାନ୍ୟତା। ଭିଡିଓ ଜାରି କରି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ମଧ୍ୟ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି ।…

ଆଜି ଦିବଂଗତ ନେତା ନବ ଦାସଙ୍କ ଦ୍ୱାଦଶାହ, ଝାରସୁଗୁଡ଼ା ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ଦିବଂଗତ ନେତା ନବ ଦାସଙ୍କ ଦ୍ୱାଦଶାହ । ଏଥିପାଇଁ ଆଜି ଝାରସୁଗୁଡ଼ା ଯିବେ ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନବ ଦାସଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ଯୋଗ ଦେବେ । ସରବାହାଲ ହାଇସ୍କୁଲ ପଡ଼ିଆରେ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଛି । ଶ୍ରଦ୍ଧାଞ୍ଜଳି ସଭାରେ…

ବିଶ୍ଵ କପ୍ ଜିତିଲେ ପ୍ରତି ଭାରତୀୟ ଖେଳାଳି ପାଇବେ ଏକ କୋଟି ଟଙ୍କା: ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ରାଉରକେଲା(କେନ୍ୟୁଜ୍):  ସାରା ଓଡିଶା ପାଇଁ ଆଜି ଆନନ୍ଦ ଓ ଉତ୍ସବର ଦିନ। ଖୁସିର ଦିନ। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଉରକେଲା ଠାରେ ବିଶ୍ବର ସର୍ବବୃହତ ହକି ଷ୍ଟାଡିଅମ, ବିର୍ସା ମୁଣ୍ଡା ହକି ଷ୍ଟାଡିଅମ ଆନୁଷ୍ଠାନିକ ଭାବେ ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି।…

ଆଜି ରାଉରକେଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବିର୍ସା ମୁଣ୍ଡା ହକି ଷ୍ଟାଡିୟମ୍ ର କରିବେ ଲୋକାର୍ପଣ

ଭୁବନେଶ୍ୱର(କେନ୍ୟୁଜ୍‌) : ପ୍ରତୀକ୍ଷାର ଅନ୍ତ ହେବ। ଦେଶର ସର୍ବବୃହତ୍‌ ହକି ଷ୍ଟାଡିୟମକୁ ଆଜି ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ରାଉରକେଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ। ବିର୍ସା ମୁଣ୍ଡା ହକି ଷ୍ଟାଡିୟମ୍ର ଲୋକାର୍ପଣ ସହ ସୁନ୍ଦରଗଡ଼ ମେଡ଼ିକାଲ୍‌ କଲେଜର ଉଦ୍‌ଘାଟନ ଓ…

ନୂଆ ବର୍ଷରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ଦେଲେ ଶୁଭେଚ୍ଛା ବାର୍ତ୍ତା

କେନ୍ୟୁଜ୍(ବ୍ୟୁରୋ): ନୂଆ ବର୍ଷରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅଭିନନ୍ଦନ ଜଣାଇଛନ୍ତି । କହିଛନ୍ତି ୨୦୨୩ ଆମ ଜୀବନରେ ନୂଆ ପ୍ରେରଣା, ଲକ୍ଷ୍ୟ ଓ ଉପଲବ୍ଧି ଆଣିଦେଉ। ଦେଶର ଏକତା, ଅଖଣ୍ଡତା ଓ ଅନ୍ତର୍ଭୁକ୍ତି ବିକାଶ ପାଇଁ ସମସ୍ତେ ସମର୍ପିତ ହୋଇ କାମ କରିବାକୁ ଆହ୍ଵାନ ଦେଇଛନ୍ତି…

ଅନୁଗୁଳରେ ୧୮୦୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଅନୁଗୁଳ(କେନ୍ୟୁଜ୍):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅନୁଗୁଳ ଜିଲ୍ଲା ଗସ୍ତ କରି ୧୮୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏଥିରେ ୩୧୩ କୋଟି ଟଙ୍କାରେ ୭୪୬ଟି ପ୍ରକଳ୍ପ ଉଦ୍‌ଘାଟିତ ହୋଇଥିବା ବେଳେ, ୧୪୯୨ କୋଟି ଟଙ୍କାର ୭୯୫ଟି ପ୍ରକଳ୍ପ ପାଇଁ ଭିତ୍ତି ରଖାଯାଇଛି।…

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ‘ଭାଷା ଆଇନ’ ପୁସ୍ତକ ଉନ୍ମୋଚିତ, ଯୁବ ସମାଜ ମଧ୍ୟରେ ଓଡିଆ ଭାଷା ପ୍ରତି ଆଦର ବୃଦ୍ଧି ପାଇଁ…

କେନ୍ୟୁଜ୍(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଓଡିଆ ‘ଭାଷା ଆଇନ’ ପୁସ୍ତକ ଉନ୍ମୋଚନ କରିଛନ୍ତି। ଓଡିଆ ଭାଷା ଆନ୍ଦୋଳନର ଆବାହକ ଶ୍ରୀ ପବିତ୍ର ମହାରଥାଙ୍କ ଦ୍ବାରା ସଂପଦିତ ତଥା ପ୍ରକାଶିତ ଏହି ପୁସ୍ତକରେ ୧୯୪୮ରୁ ୨୦୧୯ ପର୍ଯ୍ୟନ୍ତ ଓଡିଆ ସରକାରୀ ଭାଷା ଆଇନ ପ୍ରସ୍ତାବ ଠାରୁ…

୬ଷ୍ଠ ଶ୍ରେଣୀ ଛାତ୍ରୀ ଚିଠି ଲେଖିବା ପରେ ମୁଖ୍ୟମନ୍ତ୍ରୀଙ୍କ ତରଫରୁ ମିଳିଲା ନ୍ୟାୟ,ପାଠପଢ଼ା ପାଇଁ ମାଆ ଦେବେ ମାସକୁ ୬…

ଆନନ୍ଦପୁର(କେନ୍ୟୁଜ୍): ଝିଅର ପାଠପଢ଼ା ପାଇଁ ମାଆ ଦେବେ ମାସକୁ ୬ ହଜାର ଟଙ୍କା । ମୁଖ୍ୟମନ୍ତ୍ରୀଙ୍କୁ ଛାତ୍ରୀ ଜଣଙ୍କ ଚିଠି ଲେଖିବା ପରେ ମିଳିଲା ନ୍ୟାୟ । କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଅଞ୍ଚଳର ଜଣେ ୬ଷ୍ଠ ଶ୍ରେଣୀ ଛାତ୍ରୀ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଥିଲେ । ମାଆ ତାଙ୍କଠାରୁ ଅଲଗା…