Browsing Tag

CM Naveen

କାଲି ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ: G20 ବ୍ରିଫିଂ ବୈଠକରେ ଯୋଗଦେବେ

ଭୁବନେଶ୍ବର(କେନ୍ୟୁଜ୍):  କାଲିଠୁ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆସନ୍ତାକାଲି ସଂଧ୍ୟା ୫ଟାରେ ରାଷ୍ଟ୍ରପତି ଭବନ କଲ୍‌ଚରାଲ ସେଣ୍ଟରରେ G20 ବ୍ରିଫିଂ ବୈଠକରେ ଯୋଗଦେବେ ମୁଖ୍ୟମନ୍ତ୍ରୀ । ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତା ବୈଠକ ବସିବ । ଏଥିରେ ସବୁ…

ମଧୁବାବୁ ପେନସନ ଓ ଜାତୀୟ ପେନ୍‌ସନ ଯୋଜନା ହିତାଧିକରୀ ଡିସେମ୍ବର ପହିଲା ସୁଦ୍ଧା ଶୀତ ସହାୟତା ଦିଅ, ମୁଖ୍ୟମନ୍ତ୍ରୀଙ୍କ…

କେନ୍ୟୁଜ୍(ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ଶୀତ ପଡିବା ଆରମ୍ଭ ହୋଇଗଲାଣି। କୋରାପୁଟ, କନ୍ଧମାଳ ଆଦି ଆଭ୍ୟନ୍ତରୀଣ ଅଞ୍ଚଳରେ ତାପମାତ୍ରରେ ବିଶେଷ ହ୍ରାସ ଘଟିବା ସହିତ ଆଗାମୀ ଦିନରେ ଶୀତର ପ୍ରକୋପ ଆହୁରି ବୃଦ୍ଧି ପାଇବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆଜି…

ଜାତୀୟ ପତାକା ପ୍ରସ୍ତୁତି ଦାୟିତ୍ୱ ନେଇଥିବାରୁ ମିଶନ ଶକ୍ତି ମା ମାନଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

କେନ୍ୟୁଜ୍(ବ୍ୟୁରୋ):  ଆଜି ସଂଧ୍ୟାରେ ନବୀନ ନିବାସଠାରେ ଢେଙ୍କାନାଳ, ମୟୁରଭଞ୍ଜ, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର ମିଶନ ଶକ୍ତି ଗୋଷ୍ଠୀର ମା ମାନେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଥିଲେ । ଏହି ଅବସରରେ ଗତ ଅଗଷ୍ଟ ୧୫ ତାରିଖ ୭୫ତମ ସ୍ବାଧୀନତା ଦିବସ ପାଳନ ଅବସରରେ ମା ମାନେ…

ଆସନ୍ତାକାଲି ଦିଲ୍ଲୀରୁ ଫେରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ସ୍ବାଗତ କରିବେ ୫୦ ହଜାର ଲୋକ

କେନ୍ୟୁଜ୍(ବ୍ୟୁରୋ): ଆସନ୍ତାକାଲି ଦିଲ୍ଲୀରୁ ଫେରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦିନ ୧୧ଟା ବେଳେ ଭୁବନେଶ୍ୱର ଏୟାରପୋର୍ଟରେ ପହଞ୍ଚିବେ ମୁଖ୍ୟମନ୍ତ୍ରୀ । ଦିଲ୍ଲୀରେ ଲାଇଫ୍‌ ଟାଇମ୍‌ ଆଚିଭମେଣ୍ଟ ଆଓ୍ଵାର୍ଡ ଗ୍ରହଣ ପରେ ତାଙ୍କୁ ସ୍ୱାଗତ କରିବା ପାଇଁ ବିଜେଡି ପକ୍ଷରୁ ବିରାଟ…

ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ୩୧ରେ ଓଡ଼ିଶା ଇନଭେଷ୍ଟର୍ସ ମିଟରେ ଯୋଗ ଦେବେ

କେନ୍ୟୁଜ୍(ବ୍ୟୁରୋ):  ଏଇ ବୁଧବାର ଯିବେ ଆର ମଙ୍ଗଳବାର ଫେରିବେ । ଆସନ୍ତା ୩୧ତାରିଖରୁ ୬ ତାରିଖ ଯାଏ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୩୧ ତାରିଖ ଦିନ ୯ଟା ୫୦ ମିନିଟ୍‌ରେ ଭୁବନେଶ୍ୱର ବିମାନବନ୍ଦରୁ ଦିଲ୍ଲୀ ଅଭିମୁଖେ ବାହାରିବେ । ମଧ୍ୟାହ୍ନ ୧୨ଟାରେ ଦିଲ୍ଲୀ…

NDAରେ ଯୋଗ ଦିଅନ୍ତୁ ନବୀନ, ଆହୁରି ଫାଇଦାରେ ରହିବେ: କେନ୍ଦ୍ରମନ୍ତ୍ରୀ ରାମଦାସ ଅଠାୱାଲେ

କେନ୍ୟୁଜ୍(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ  ପଟ୍ଟନାୟକ ଏନଡିଏରେ ସାମିଲ ହେବା ପାଇଁ ନିବେଦନ କଲେ କେନ୍ଦ୍ରମନ୍ତ୍ରୀ ରାମଦାସ ଅଠାୱାଲେ। ସେ କହିଛନ୍ତି ଉଭୟ ଲୋକସଭା ଓ ରାଜ୍ୟସଭାରେ ଅନେକ ଗୁରୁତ୍ୱପୂର୍ଣ ବିଲ ପାସ ବେଳେ ଏନଡିଏ ସରକାରକୁ ବିଜେଡି ବହୁତ ସହଯୋଗ କରିଛି। ୨୦୨୪ ନିର୍ବଚନ ବେଳକୁ…

୨୦୨୪ ଲଢ଼େଇ ପାଇଁ ଫ୍ରଣ୍ଟ ଲାଇନ ଫାଇଟର, ଯୁବ ବିଜେଡି ପରେ ଛାତ୍ର ବିଜେଡିର ନୂଆ ଟିମ୍‌

କେନ୍ୟୁଜ୍(ବ୍ୟୁରୋ): ୨୪ ଲଢ଼େଇ ପାଇଁ ପ୍ରସ୍ତୁତ ଫ୍ରଣ୍ଟ ଲାଇନ ଫାଇଟର । ଯୁବ ବିଜେଡି ପରେ ଛାତ୍ର ବିଜେଡିର ନୂଆ ଟିମ୍‌। ଯୁବ, ଛାତ୍ର ଓ ମହିଳା ଟିମ୍‌ ଦ୍ୱାରା ଦଳକୁ ତୃଣମୂଳସ୍ତରରେ ସଶକ୍ତ କରିବା ପାଇଁ ବିଜେଡିର ଉଦ୍ୟମ। ଆଜି ବିଜୁ ଛାତ୍ର ଜନତା ଦଳ ପୁନର୍ଗଠନ ହୋଇଛି। ଜଣେ ମହାସଚିବଙ୍କ…

ଇଣ୍ଡିଆ ଟୁଡେ ମୁଡ୍ ଅଫ ନେସନ ପୋଲ୍ ସର୍ଭେ : ରାଜ୍ୟରେ ପୁଣି ନବୀନ ନମ୍ବର ୧, ଦେଶରେ ସର୍ବାଧିକ ଲୋକପ୍ରିୟ…

ଭୁବନେଶ୍ୱର : ନିଜ ରାଜ୍ୟରେ ନବୀନ ପଟ୍ଟନାୟକ ସବୁଠାରୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଦେଶରେ ସର୍ବାଧିକ ଲୋକପ୍ରିୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୋଲି ଇଣ୍ଡିଆ ଟୁଡେ ମୁଡ୍ ଅଫ ନେସନ ପୋଲ୍ ସର୍ଭରେ ଏହି ତଥ୍ୟ ପ୍ରକାଶ ପାଇଛି। ନବୀନ ପଟ୍ଟନାୟ ୭୮ ପ୍ରତିଶତ ସହ ସର୍ବୋଚ୍ଚ ସ୍ଥାନରେ ରହିଛନ୍ତି।…

ମୁଖ୍ୟମନ୍ତ୍ରୀଙ୍କ ହାତରେ ଲୋକାର୍ପିତ ହେବ ମୟୁରଭଞ୍ଜର ଦୁଇ ବୃହତ୍‌ ଜଳସେଚନ ପ୍ରକଳ୍ପ

ବାରିପଦା (କେନ୍ୟୁଜ୍‌) : ଦିନକ ପରେ ମୟୁରଭଞ୍ଜ ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକାର୍ପିତ କରିବେ ଜିଲ୍ଲାର ୨ଟି ବୃହତ ଜଳସେଚନ ପ୍ରକଳ୍ପ । ରାସଗୋବିନ୍ଦପୁର ଠାରେ ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପ ଏବଂ କରଞ୍ଜିଆ ଠାରେ ଦେଓ ଜଳସେଚନ ପ୍ରକଳ୍ପକୁ ଲୋକାର୍ପିତ କରିବେ ।…

ଶିକ୍ଷା ବିଭାଗରେ ଯୋଗଦେଲେ ୬୮୯୧ ହାଇସ୍କୁଲ ଶିକ୍ଷକ: ମୁଖ୍ୟମନ୍ତ୍ରୀ କହିଲେ ଶିକ୍ଷକତାକୁ ଚାକିରୀ ନୁହେଁ, ଏକ ସଂକଳ୍ପ…

କେନ୍ୟୁଜ୍(ବ୍ୟୁରୋ):  ଆପଣମାନେ ସମସ୍ତେ ଯୁବକ ଓ ବହୁତ ଉତ୍ସାହୀ । ତେଣୁ ଶିକ୍ଷକତାକୁ ଏକ ଚାକିରୀ ଭାବରେ ଗ୍ରହଣ ନ କରି ଏହାକୁ ଏକ ସଂକଳ୍ପ ଭାବେ ନେଇ କାମ କରନ୍ତୁ । ମୋର ବିଶ୍ବାସ, ମୋ ଓଡିଶାର ପିଲାମାନଙ୍କ ଭବିଷ୍ୟତକୁ ଉଜ୍ଜଳ କରିବାରେ ଆପଣମାନଙ୍କର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିବ। ଆଜି…

ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଲାଗୁ କରିବାରେ ଓଡ଼ିଶା ପ୍ରଥମ, NFSAରେ ଯୋଡ଼ି ହୋଇଛନ୍ତି ୩ କୋଟିରୁ ଅଧିକ ଲୋକ

ନୂଆଦିଲ୍ଲୀ : NFSAରେ ଯୋଡି ହୋଇଛନ୍ତି ୯୩ ଲକ୍ଷ ୧୩ ହଜାର ୪୪୮ ପରିବାରର ୩ କୋଟି ୨୫ ଲକ୍ଷ ୧୮ ହଜାର ୪୫୫ ଜଣ ଲୋକ। ସେହିପରି ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ୨ ଲକ୍ଷ ୬୧ ହଜାର ୨୨୭ ପରିବାରର ୮ ଲକ୍ଷ ୮ ହଜାର ହିତାଧିକାରୀ ସାମିଲ ହୋଇଛନ୍ତି। ୱାନ ନେସନ ୱାନ ରାସନ କାର୍ଡ ଯୋଜନାରେ ୧୦ ହଜାର…

ସ୍କୁଲ ରୂପାନ୍ତରଣର ଦ୍ବିତୀୟ ପର୍ଯ୍ୟାୟର ତୃତୀୟ ଦିନ:  ୫ଟି ଜିଲ୍ଲାର ୪୪୦ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ

କେନ୍ୟୁଜ୍(ବ୍ୟୁରୋ):  ସ୍କୁଲ ରୂପାନ୍ତର କେବଳ ବିଦ୍ୟାଳୟର ଭୌତିକ ରୂପରେ ପରିବର୍ତ୍ତନ ଆଣିନି, ତାସହିତ ପିଲାମାନଙ୍କ ମାନସିକତା ଉପରେ ମଧ୍ୟ ସକାରାତ୍ମକ ପ୍ରଭାବ ପକାଇଛି । ପିଲାମାନେ କହୁଛନ୍ତି ଯେ ସ୍କୁଲ ଆସିବାକୁ ଏବେ ଆମକୁ ବେଶି ଭଲ ଲାଗୁଛି। ସ୍କୁଲର ଆଧୁନିକ ସୁବିଧା ସୁଯୋଗ ଯୋଗୁ ପାଠ…