ରାଷ୍ଟ୍ରପତିଙ୍କୁ ଭେଟିଲେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଭୁବନେଶ୍ୱର : ରାଷ୍ଟ୍ରପତିଙ୍କୁ ଭେଟିଲେ ଓଡ଼ିଶା ମୁଖ୍ୟମନ୍ତ୍ରୀ । ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଓ ପ୍ରଭାତୀ ପରିଡ଼ା ମଧ୍ୟ ଭେଟିଛନ୍ତି । ସୌଜନ୍ୟମୂଳକ ସାକ୍ଷାତକାର ବେଳେ…