Browsing Tag

cm

ଜନଜାତିଙ୍କ ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନେକ ପଦକ୍ଷେପ, ୨୩ ସ୍ଵତନ୍ତ୍ର ଉନ୍ନୟନ୍ନ ପରିଷଦ ଗଠନ

ଭୁବନେଶ୍ୱର : ରାଜ୍ଯରେ ଜନଜାତିଙ୍କ ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନେକ ପଦକ୍ଷେପ ନେଇଛନ୍ତି। ଜନଜାତି ଅଂଚଳରେ ୨୫୦୦ ସ୍କୁଲକୁ 5Tରେ ରୂପାନ୍ତରିତ କରାଯାଇଛି। ୩ଟି ମେଡିକାଲ କଲେଜର ନାଁକୁ ଆଦିବାସୀ ନେତାଙ୍କ ନାମରେ ନାମିତ କରାଯାଇଛି। ୬୫୦୦ ହଷ୍ଟେଲରେ ୫.୭ ଲକ୍ଷ ଜନଜାତି…

 ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀଙ୍କ ଚିଠି, ସମୃଦ୍ଧ ଓ ବିକଶିତ ଓଡ଼ିଶା ଗଢ଼ିବାକୁ ଆହ୍ବାନ

ଭୁବନେଶ୍ୱର: ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀଙ୍କ ଚିଠି । ସାଢ଼େ ୪କୋଟି ଓଡ଼ିଶାବାସୀଙ୍କ ନିକଟକୁ ଚିଠି ଲେଖିଛନ୍ତି ନବୀନ ପଟ୍ଟନାୟକ । ରାଜ୍ୟର ବିକାଶକୁ ଶିଖରରେ ପହଞ୍ଚାଇବା ପାଇଁ ନିରନ୍ତର ଭଲପାଇବା ଓ ଅକୁଣ୍ଠ ବିଶ୍ବାସ ପାଇଁ କୃତଜ୍ଞତା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ଲେଖିଛନ୍ତି,…

ରାଜଧାନୀ ଭିତରେ ମିଳିବ ଜଙ୍ଗଲ ମଜା, ଆନନ୍ଦବନକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜଧାନୀ ଭିତରେ ଜଙ୍ଗଲ ମଜା । କଳିଙ୍ଗନଗରରେ ଥିବା ଆନନ୍ଦବନକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ । ପ୍ରାକୃତିକ ପରିବେଶ ମଧ୍ୟରେ ରହିଛି ଔଷଧୀୟ ବୃକ୍ଷ ସାଙ୍ଗକୁ ଫୁଲଗଛର ସମ୍ଭାର । ୯୦ ଏକର ପରିବ୍ୟାପ୍ତ ଏହି ଜଙ୍ଗଲର ଗୋଟିଏ ପାର୍ଶ୍ବରେ ୬୦ ଏକର ଓ ରାସ୍ତାର ଅନ୍ୟ ପାର୍ଶ୍ବରେ ରହିଛି…

ଆଜି ଲୋକାର୍ପିତ ହେବ ଓଡ଼ିଶାର ଦୀର୍ଘତମ ଫ୍ଲାଏ ଓଭର

ଆନନ୍ଦପୁର : ଆଜି ଲୋକାର୍ପିତ ହେବ ଓଡ଼ିଶାର ଦୀର୍ଘତମ ଫ୍ଲାଏ ଓଭର । କେନ୍ଦୁଝର ଜିଲ୍ଲା ଯୋଡାରେ ନିର୍ମିତ ଏହି ଫ୍ଲାଏ ଓଭର ବ୍ରିଜକୁ ଆଜି ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡିଓ କନଫରେନ୍ସିଂରେ ଏହାର ଲୋକର୍ପଣ ହେବ । ରାଜ୍ୟର ଏହି ଦୀର୍ଘତମ ଫ୍ଲାଏ ଓଭରର ଲମ୍ବ ୩…

ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ୧୨୯୪ ଜଣଙ୍କୁ ନିଯୁକ୍ତି

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ୧୨୯୪ ଜଣଙ୍କୁ ନିଯୁକ୍ତି। ଭୁବନେଶ୍ବର ଲୋକସେବା ଭବନରେ ଆୟୋଜିତ ନିଯୁକ୍ତି ପର୍ବରେ ନିଯୁକ୍ତି ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ ୭୨୫ଜଣ, ଅର୍ଥ ବିଭାଗରେ ୨୮୦ଜଣ, ଗ୍ରାମ୍ୟ ବିକାଶରେ…

ରାଜନୀତିରେ ମିଛ ଓ ଗୁଜବ ସବୁଠୁ ଖରାପ କଥା : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ରାଜନୀତିରେ ମିଛ ଓ ଗୁଜବ ସବୁଠୁ ଖରାପ କଥା । ମିଛ ଓ ଗୁଜବ ସୃଷ୍ଟିକାରୀଙ୍କୁ ଏହି ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜନୀତିରେ ସବୁଠୁ ଖରାପ ଜିନିଷ କଣ ବୋଲି 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କୁ ପଚାରିଥିଲେ । ଉତ୍ତରରେ ନବୀନ…

ରାଜ୍ୟରେ ଜଳସେଚନ କ୍ଷେତ୍ରରେ ନୂଆ ଅଧ୍ୟାୟ, ଗୋଟିଏ ଦିନରେ ୩୦୩୭ କୋଟି ଟଙ୍କାରେ ୫୨ଟି ପ୍ରକଳ୍ପର ଉଦ୍ଘାଟନ

ଭୁବନେଶ୍ୱର : ରାଜ୍ୟରେ ଜଳସେଚନ କ୍ଷେତ୍ରରେ ନୂଆ ଅଧ୍ୟାୟ ସୃଷ୍ଟି। ଗୋଟିଏ ଦିନରେ ୩୦୩୭ କୋଟି ଟଙ୍କାରେ ୫୨ଟି ପ୍ରକଳ୍ପର ଉଦ୍ ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିରେ ୪ଟି ଜିଲ୍ଲାରେ ୧୩୧ କୋଟି ଟଙ୍କା ବ୍ୟୟରେ ୬ଟି ପ୍ରକଳ୍ପର ଉଦଘାଟିତ ହୋଇଛି।…

କଳା ଓ କ୍ରୀଡା ପ୍ରଶିକ୍ଷକଙ୍କୁ ଏଣିକି ମିଳିବ ଦଶ ହଜାର ଟଙ୍କା, ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ଘୋଷଣା । ରାଜ୍ୟର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ନିୟୋଜିତ ସାମୟିକ କଳା ଓ କ୍ରୀଡା ପ୍ରଶିକ୍ଷକଙ୍କ ମାସିକ ପାରିଶ୍ରମିକ ବୃଦ୍ଧି । ସେମାନଙ୍କୁ ଏଣିକି ଦଶ ହଜାର ଟଙ୍କା ମିଳିବ । ପୂର୍ବରୁ ୭ ହଜାର ଟଙ୍କା ମିଳୁଥିଲା । ମାସିକ ପାରିଶ୍ରମିକ ବର୍ଷକୁ ୧୦ ମାସ…

୧୫ ଜିଲ୍ଲାରେ ୬୭ ‘ଆମ ହସ୍ପିଟାଲ’ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ରାଜ୍ୟର ୧୫ ଜିଲ୍ଲାରେ ଆଉ ୬୭ 'ଆମ ହସ୍ପିଟାଲ' ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅନୁଗୁଳ ଜିଲ୍ଲାରେ ୬ଟି ହସ୍ପିଟାଲ ଥିବା ବେଳେ ବଲାଙ୍ଗୀରରେ ୫, ଦେବଗଡ଼ରେ ୧, ସୁବର୍ଣ୍ଣପୁରରେ ୨, ପୁରୀରେ ୫, ବାଲେଶ୍ବରରେ ୮ , ଭଦ୍ରକରେ ୪, କଟକରେ ୮, ଯାଜପୁରରେ ୫, ନୟାଗଡ଼ରେ ୩,…

ସ୍ବାବଲମ୍ବୀ କାରିଗରମାନଙ୍କର ପାରିଶ୍ରମିକ ୬୫୦୦ ଟଙ୍କାକୁ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଗ୍ରାମ ପଞ୍ଚାୟତମାନଙ୍କରେ କାମ କରୁଥିବା ସ୍ବାବଲମ୍ବୀ କାରିଗରମାନଙ୍କର ପାରିଶ୍ରମିକ ବୃଦ୍ଧି କରିଛନ୍ତି ।  ସେମାନଙ୍କ ବର୍ତ୍ତମାନର ପାରିଶ୍ରମିକ ୪୦୦୦ ଟଙ୍କା ଥିବାବେଳେ, ନୂତନ ପାରିଶ୍ରମିକ ୬୫୦୦ ଟଙ୍କାକୁ ବୃଦ୍ଧି ପାଇଛି । ଏହା ବର୍ତ୍ତମାନର…

ରାଜ୍ୟରେ କ୍ରୀଡ଼ାର ବିକାଶ ପାଇଁ ୬୫୦ କୋଟି ଟଙ୍କାର ଭିତ୍ତିଭୂମି ପ୍ରକଳ୍ପ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ରାଜ୍ୟରେ କ୍ରୀଡ଼ାର ବିକାଶ ପାଇଁ ୬୫୦ କୋଟି ଟଙ୍କାର ଭିତ୍ତିଭୂମି ପ୍ରକଳ୍ପ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ। ୪୮ଟି ବହୁମୁଖୀ ଇଣ୍ଡୋର ଷ୍ଟାଡିୟମ, କଟକ ଟେବୁଲ ଟେନିସ ଏକାଡେମୀ, ରାଉରକେଲା ଜିମନାଷ୍ଟିକ ଏକାଡେମୀ, ଏବଂ ୧୨ଟି ହକି ଟ୍ରେନିଂ ସେଣ୍ଟର ଉଦଘାଟନ କରିଛନ୍ତି । ସେହିଭଳି ୧୧ଟି କ୍ରୀଡ଼ା…

ଜନଜାତି ଲୋକଙ୍କ ଉପରେ ଥିବା ଛୋଟ ଛୋଟ ମକଦ୍ଦମା ପ୍ରତ୍ୟାହାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଜନଜାତି ଲୋକଙ୍କ ଉପରେ ଥିବା ଛୋଟ ଛୋଟ ମକଦ୍ଦମା ପ୍ରତ୍ୟାହାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ। ପ୍ରତ୍ୟାହାର ହେବ ଜଙ୍ଗଲ ଓ ଅବକାରୀ ସଂପର୍କିତ ୪୮ହଜାର ୧୮ ମାମଲା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଗୃହ ବିଭାଗ, ଅବକାରୀ ବିଭାଗ ଓ ଜଙ୍ଗଲ ଓ ପରିବେଶ ବିଭାଗ ଜନଜାତି…