Below header
Browsing Tag

cm

ଜନଜାତି ଲୋକଙ୍କ ଉପରେ ଥିବା ଛୋଟ ଛୋଟ ମକଦ୍ଦମା ପ୍ରତ୍ୟାହାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଜନଜାତି ଲୋକଙ୍କ ଉପରେ ଥିବା ଛୋଟ ଛୋଟ ମକଦ୍ଦମା ପ୍ରତ୍ୟାହାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ। ପ୍ରତ୍ୟାହାର ହେବ ଜଙ୍ଗଲ ଓ ଅବକାରୀ ସଂପର୍କିତ ୪୮ହଜାର ୧୮ ମାମଲା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଗୃହ ବିଭାଗ, ଅବକାରୀ ବିଭାଗ ଓ ଜଙ୍ଗଲ ଓ ପରିବେଶ ବିଭାଗ ଜନଜାତି…

ଚୌଦ୍ୱାରରେ ୱେଲସ୍ପନ ଟେକ୍ସଟାଇଲ କମ୍ପ୍ଲେକ୍ସର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (କେନ୍ୟୁଜ) : ଫେରିଲା ଚୌଦ୍ୱାରର ଶିଳ୍ପ ଗୌରବ। ଆଜି ବିଶ୍ୱ ପ୍ରସିଦ୍ଧ ବୟନଶିଳ୍ପ କମ୍ପାନୀ ୱେଲସ୍ପନର ଟେକ୍ସଟାଇଲ କମ୍ପ୍ଲେକ୍ସ ପାଇଁ ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ସହିତ ଚୌଦ୍ୱାରରେ ଆରମ୍ଭ ହୋଇଛି ଶିଳ୍ପାୟନ ପୁର୍ନବିକାଶର ଏକ ଗୌରବମୟ ଅଧ୍ୟାୟ।…

ଅକ୍ଷର ଭୂମି ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଅକ୍ଷର ଭୂମି ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ । ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ପୂର୍ବରୁ ଅକ୍ଷର ଭୂମି ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅକ୍ଷର ଭୂମୀ ଭୁବନେଶ୍ବର ଗଜପତି ନଗରରେ ନିର୍ମାଣ କରାଯାଇଛି । ଆମ ଭାଷାର ସୌନ୍ଦର୍ଯ୍ୟ ଓ ଖାଣ୍ଡେଲାଇଟ ପଥରରେ ଲିପିବଦ୍ଧ…

ସାଧାରଣତନ୍ତ୍ର ଦିବସ-୨୦୨୪ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ସାଧାରଣତନ୍ତ୍ର ଦିବସ ଅବସରରେ ଆପଣମାନଙ୍କୁ ସମସ୍ତଙ୍କୁ ମୋର ଶୁଭେଚ୍ଛା ଜଣାଉଛି। ଏହି ଅବସରରେ ଜାତିର ପିତା ମହାତ୍ମା ଗାନ୍ଧୀ, ପଣ୍ଡିତ ନେହେରୁ, ନେତାଜୀ ସୁଭାଷ ଚନ୍ଦ୍ର ବୋଷ, ସର୍ଦ୍ଦାର ପଟେଲ, ମୌଲାନା ଆଜାଦ, ଡଃ ବି.ଆର. ଆମ୍ବେଦକର, ଡଃ ରାଜେନ୍ଦ୍ର ପ୍ରସାଦ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ…

୧୩ଟି ଜିଲ୍ଲାରେ ଅନ୍ତଃ ନଦୀ ଜଳାଶୟ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ, ଖର୍ଚ୍ଚ ହେବ ୪,୬୦୦ କୋଟି…

ଭୁବନେଶ୍ୱର :  ରାଜ୍ୟର ୧୩ଟି ଜିଲ୍ଲାରେ ୧୯ଟି ଅନ୍ତଃ ନଦୀ ଜଳାଶୟ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିପାଇଁ ଖର୍ଚ୍ଚ ହେବ ୪,୬୦୦ କୋଟି ଟଙ୍କା। ଏହି ପ୍ରକଳ୍ପ ଦ୍ବାରା ଚାଷୀ ଭାଇଭଉଣୀମାନେ ବହୁଳ ଭାବେ ଉପକୃତ ହେବେ ବୋଲି କହିଛନ୍ତି…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦିନ ଗୋଟାଏରେ ପୁରୀ ହେଲିପ୍ୟାଡରେ ପହଞ୍ଚି ସେଠାରୁ ଯଜ୍ଞ ସ୍ଥଳ ଅଭିମୂଖେ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ। ଗୋଟାଏ ୧୫ମିନିଟରେ ଯଜ୍ଞସ୍ଥଳରେ ପହଞ୍ଚିବେ। ଗୋଟାଏ ୨୦ମିନିଟରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ…

ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଜିଲ୍ଲା ଗସ୍ତ, ଉଦଘାଟିତ ହେବ ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ

ନୂଆବର୍ଷରେ ପଶ୍ଚିମ ଓଡ଼ିଶାରୁ ଜିଲ୍ଲା ଗସ୍ତ ଆରମ୍ଭ କରିବେ ମୁଖ୍ୟମନ୍ତ୍ରୀ । ଆସନ୍ତାକାଲି ବଲାଙ୍ଗିର ଜିଲ୍ଲା ଗସ୍ତ କରିବେ। ଉଦଘାଟିତ ହେବ ବହୁ ପ୍ରତୀକ୍ଷିତ ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ। ଏଥିସହ ମୁଖ୍ୟମନ୍ତ୍ରୀ ୨୨୨୦ କୋଟିର ୧୧୨ଟି ପ୍ରକଳ୍ପ ଓ ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି ।…

ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ କନ୍ଧମାଳ ସାଂସଦ ଡକ୍ଟର ଅଚ୍ୟୁତ ସାମନ୍ତ

ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇଛନ୍ତି କନ୍ଧମାଳ ସାଂସଦ ତଥା କିଟ ଏବଂ କିସ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାତା ଡକ୍ଟର ଅଚ୍ୟୁତ ସାମନ୍ତ। ଏହି ପ୍ରକଳ୍ପ କଟକ ଓ ଭୁବନେଶ୍ବରବାସୀଙ୍କୁ ବହୁତ ସୁବିଧା ଯୋଗାଇ ଦେବ ବୋଲି କହିଛନ୍ତି ସାଂସଦ। ଆମର ଆଶା…

ଆସନ୍ତାକାଲି ଟ୍ବିନ୍ ସିଟି ବାସିନ୍ଦାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନୂଆବର୍ଷ ଭେଟି, ମେଟ୍ରୋ ଟ୍ରେନ୍ ପାଇଁ ତ୍ରିଶୁଳିଆରେ…

ଟ୍ବିନ୍ ସିଟି ବାସିନ୍ଦାଙ୍କୁ ଆସନ୍ତାକାଲି ନୂଆବର୍ଷ ଭେଟି ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ୍ବପ୍ନର ପ୍ରକଳ୍ପ ମେଟ୍ରୋ ଟ୍ରେନ୍ ପାଇଁ ତ୍ରିଶୁଳିଆରେ ଶିଳାନ୍ୟାସ କରିବେ । ନବୀନ ନିବାସରୁ ତ୍ରିଶୂଳିଆ ଯାଏ ବିରାଟ ରୋଡ୍ ସୋରେ ଯିବେ ମୁଖ୍ୟମନ୍ତ୍ରୀ । ୪ ବର୍ଷରେ ସରିବ ମେଟ୍ରୋ ପ୍ରକଳ୍ପ…

ଆଉ ୨ହଜାର ୪୭୩ ଡାକ୍ତରଙ୍କୁ ନିଯୁକ୍ତି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ରାଜ୍ୟ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ନୂଆ ନିଯୁକ୍ତି । ଆଉ ୨ହଜାର ୪୭୩ ଡାକ୍ତରଙ୍କୁ ନିଯୁକ୍ତି ପ୍ରଦାନ । କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ନିଯୁକ୍ତି ପର୍ବରେ ସମସ୍ତ ନବ ନିଯୁକ୍ତ ଡାକ୍ତରଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏମାନଙ୍କ ମଧ୍ୟରେ ୨ ହଜାର ୩୯୨…

ତାଳଚେର ପବିତ୍ର ମୋହନ ପ୍ରଧାନ ସରକାରୀ ହସ୍ପିଟାଲ, ଭିଡିଓ କନଫରେନ୍ସିଂରେ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ତାଳଚେରରେ ପବିତ୍ର ମୋହନ ପ୍ରଧାନ ସରକାରୀ ହସ୍ପିଟାଲ ଉଦଘାଟିତ । ୩୩୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲକୁ ଭିଡିଓ କନଫରେନ୍ସିଂରେ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ହସ୍ପିଟାଲ ପ୍ରତିଷ୍ଠା କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ସହଯୋଗ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସେ…

ବସ୍ତିବାସିନ୍ଦାଙ୍କ ପାଇଁ ଆବାସ ପ୍ରକଳ୍ପର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ସହରାଞ୍ଚଳ ବସ୍ତିବାସିନ୍ଦାଙ୍କ ପାଇଁ ନୂଆ ଠିକଣା । ବସ୍ତିବାସିନ୍ଦାଙ୍କ ପାଇଁ ଆବାସ ପ୍ରକଳ୍ପର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସତ୍ୟନଗରରେ ହୋଇଥିବା କେଶରୀ ରେସିଡେନ୍ସି, ଚନ୍ଦ୍ରଶେଖରପୁରର ବୁଦ୍ଧବିହାର ଓ ସୁବୁଦ୍ଧିପୁରରେ ହୋଇଥିବା ବରୁଣେଇ ଏନକ୍ଲେଭକୁ ମୁଖ୍ୟମନ୍ତ୍ରୀ…