Below header
Browsing Tag

cm

ତାଳଚେର ପବିତ୍ର ମୋହନ ପ୍ରଧାନ ସରକାରୀ ହସ୍ପିଟାଲ, ଭିଡିଓ କନଫରେନ୍ସିଂରେ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ତାଳଚେରରେ ପବିତ୍ର ମୋହନ ପ୍ରଧାନ ସରକାରୀ ହସ୍ପିଟାଲ ଉଦଘାଟିତ । ୩୩୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲକୁ ଭିଡିଓ କନଫରେନ୍ସିଂରେ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ହସ୍ପିଟାଲ ପ୍ରତିଷ୍ଠା କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ସହଯୋଗ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସେ…

ବସ୍ତିବାସିନ୍ଦାଙ୍କ ପାଇଁ ଆବାସ ପ୍ରକଳ୍ପର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ସହରାଞ୍ଚଳ ବସ୍ତିବାସିନ୍ଦାଙ୍କ ପାଇଁ ନୂଆ ଠିକଣା । ବସ୍ତିବାସିନ୍ଦାଙ୍କ ପାଇଁ ଆବାସ ପ୍ରକଳ୍ପର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସତ୍ୟନଗରରେ ହୋଇଥିବା କେଶରୀ ରେସିଡେନ୍ସି, ଚନ୍ଦ୍ରଶେଖରପୁରର ବୁଦ୍ଧବିହାର ଓ ସୁବୁଦ୍ଧିପୁରରେ ହୋଇଥିବା ବରୁଣେଇ ଏନକ୍ଲେଭକୁ ମୁଖ୍ୟମନ୍ତ୍ରୀ…

୫ ନୂଆ ସହରରେ ‘ଡ୍ରିଙ୍କ ଫ୍ରମ ଟ୍ୟାପ୍’, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

୫ ନୂଆ ସହରରେ ‘ଡ୍ରିଙ୍କ ଫ୍ରମ ଟ୍ୟାପ୍’। ଡ୍ରିଙ୍କ ଫ୍ରମ ଟ୍ୟାପ୍ ଯୋଜନାରେ ଯୋଡ଼ିହେଲା ଆଉ ୫ ନୂଆ ସହର। ଲୋକସେବା ଭବନରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଇରଙ୍ଗପୁର, ବୀରମିତ୍ରପୁର, ରାଜଗାଙ୍ଗପୁର, ଚମ୍ପୁଆ ଓ ନିମାପଡ଼ାରେ ଡ୍ରିଙ୍କ ଫ୍ରମ ଟ୍ୟାପର ଶୁଭାରମ୍ଭ କରାଯାଇଛି।…

ଏସୀୟ କ୍ରୀଡ଼ା ବିଜେତା କିଶୋର ଜେନାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ, ପ୍ରଦାନ କଲେ ଦେଢ଼ କୋଟି ଟଙ୍କାର ଚେକ୍

ଭୁବନେଶ୍ୱର : ନିକଟରେ ଚାଇନାର ହାଙ୍ଗଜୋଠାରେ ଶେଷ ହୋଇଥିବା ଏସୀୟ କ୍ରୀଡ଼ା ୨୦୨୩ରେ ଉଲ୍ଲେଖନୀୟ ପ୍ରଦର୍ଶନ କରି ରୌପ୍ୟ ପଦକ ହାସଲ କରିଥିବା ଓଡ଼ିଶାର ଜାଭେଲିନ୍ ତାରକା କିଶୋର କୁମାର ଜେନାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସମ୍ବର୍ଦ୍ଧିତ କରିଛନ୍ତି। ଏହି ଅବସରରେ ତାଙ୍କୁ  ଦେଢ଼…

ଲାଓସରେ ଫସି ରହିଛନ୍ତି ୩୫ ଓଡ଼ିଆ, ଉଦ୍ଧାର ପାଇଁ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ

ସେପଟେ ଲାଓସରେ ଫସି ରହିଥିବା ଓଡ଼ିଆ ଶ୍ରମିକଙ୍କ ଉଦ୍ଧାର ପାଇଁ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ। ଲାଓସକୁ କାମ କରିବାକୁ ଯାଇ ସେଠାରେ ଫସି ରହିଛନ୍ତି ୩୫ ଓଡ଼ିଆ। ସେମାନଙ୍କ ସୁରକ୍ଷିତ ଉଦ୍ଧାର ପାଇଁ ବିଭାଗୀୟ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।…

ଆମ ଓଡିଶା ନବୀନ ଓଡ଼ିଶା କାର୍ଯ୍ଯକ୍ରମରେ ସାମିଲ ହେଲା ପୁରୀ ଓ ନୟାଗଡ଼ ଜିଲ୍ଲା

ଆମ ଓଡିଶା ନବୀନ ଓଡ଼ିଶା କାର୍ଯ୍ଯକ୍ରମରେ ସାମିଲ ହେଲା ଆଉ ୨ ଜିଲ୍ଲା। ପୁରୀ ଓ ନୟାଗଡ଼ ଜିଲ୍ଲାରେ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପୁରୀ ଜିଲ୍ଲା ପାଇଁ ୧୩୪କୋଟି ଟଙ୍କାରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ ହୋଇଛି । ସେହିପରି ନୟାଗଡ଼…

ବିଧାନସଭା ପରିସରରେ ବାପୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ

ଆଜି ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୪ ତମ ଜୟନ୍ତୀ । ଏହି ଅବସରରେ ବିଧାନସଭା ପରିସରରେ ଥିବା ବାପୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମାଲ୍ୟାର୍ପଣ ସହ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ…

ଜମି ଘୋଟାଲା ମାମଲାରେ ଝାରଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ସମନ, ୨୪ ତାରିଖରେ ହାଜର ହେବାକୁ କହିଲା ଇଡି

ଜମି ଘୋଟାଲା ମାମଲାରେ ଝାରଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଇଡି ସମନ ପଠାଇଛି । ଆସନ୍ତା ୨୪ ତାରିଖରେ ଇଡି କାର୍ଯ୍ୟାଳୟରେ ହାଜର ହେବାକୁ କୁହାଯାଇଛି । ଏହା ପୂର୍ବରୁ ଗତ ୧୪ ତାରିଖରେ ରାଞ୍ଚିର ଇଡି ଅଫିସରେ ହାଜର ହୋଇ ବୟାନ ରେକର୍ଡ କରାଇବାକୁ କୁହାଯାଇଥିବା ବେଳେ ହେମନ୍ତ ସୋରେନ…

ଉଚ୍ଚଶିକ୍ଷା ପାଇଁ ଆଗ୍ରହୀ ଅନୁସୂଚିତ ଜାତି-ଜନଜାତିର ଛାତ୍ରଛାତ୍ରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ମିଳବ ୫୦ ହଜାର…

ଭୁବନେଶ୍ୱର: ଆର୍ଥିକ ଅନଗ୍ରସର ଅନୁସୂଚିତ ଜାତି ଜନଜାତି ଛାତ୍ରଛାତ୍ରୀଙ୍କ ପାଇଁ ସରକାରଙ୍କ ପ୍ରୋତ୍ସାହନ । ଚଳିତ ଶିକ୍ଷା ବର୍ଷରୁ ସରକାରୀ ଶିକ୍ଷାନୁଷ୍ଠାନରେ ଉଚ୍ଚଶିକ୍ଷା ପାଇଁ ଆଗ୍ରହୀ ଅନୁସୂଚିତ ଜାତି ଜନଜାତିର ଛାତ୍ରଛାତ୍ରୀଙ୍କୁ ଏକକାଳୀନ ୫୦ ହଜାର ଟଙ୍କାର ଆର୍ଥିକ ସହାୟତା ଦିଆଯିବ ।…

ଛେଣ୍ଡିପଦା ସ୍ବାସ୍ଥ୍ୟ କେନ୍ଦ୍ରକୁ ଆମ ହସ୍ପିଟାଲରେ ସାମିଲ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଲୋକଙ୍କ ଦୀର୍ଘ ଦିନର ଦାବିକୁ ଆଜି ଗୋଟିଏ ଫୋନ କଲ ମାଧ୍ୟମ ରେ ସମାଧାନ କରିଛନ୍ତି 5T ସଚିବ । ଛେଣ୍ଡିପଦା ସ୍ବାସ୍ଥ୍ୟ କେନ୍ଦ୍ରକୁ ଆମ ହସ୍ପିଟାଲରେ ସାମିଲ କରିବାକୁ ମୁଖ୍ୟମନ୍ତ୍ରୀଙ୍କ  ନିର୍ଦ୍ଦେଶ କରିଛନ୍ତି । ମଞ୍ଚ ଉପରୁ ମୁଖ୍ୟମନ୍ତ୍ରୀଙ୍କ ସହ ଫୋନ ଯୋଗେ କଥା ହେଲେ 5T ସଚିବ । ମାତ୍ର ୨…

ରାଜ୍ୟ କ୍ୟାବିନେଟ ବୈଠକରେ ବଡ଼ ନିଷ୍ପତ୍ତି, ପଞ୍ଚାୟତ ବିଭାଗର ନୂଆ ଯୋଜନା ଆମ ଓଡ଼ିଶା, ନବୀନ ଓଡ଼ିଶାକୁ ମୋହର

ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟ ବୈଠକରେ ବଡ଼ ନିଷ୍ପତ୍ତି । ପଞ୍ଚାୟତ ବିଭାଗର ନୂଆ ଯୋଜନା ଆମ ଓଡ଼ିଶା, ନବୀନ ଓଡ଼ିଶାକୁ ମୋହର । ଏହି ଯୋଜନା ମାଧ୍ୟମରେ ପ୍ରତି ପଞ୍ଚାୟତକୁ ସ୍ୱତନ୍ତ୍ର ଅନୁଦାନ ମିଳିବ । ନୂଆ ଯୋଜନା ପାଇଁ ୪୦୦୦କୋଟି ବ୍ୟୟ ବରାଦ ହୋଇଛି । ଗ୍ରାମାଞ୍ଚଳର ଭିତ୍ତିଭୂମିକୁ ବିକାଶ…

୬ ଜିଲ୍ଲାରେ ବିଜେଡିର ନୂଆ ସଭାପତି

ଭୁବନେଶ୍ୱର (କେନ୍ୟୁଜ): ୬ ଜିଲ୍ଲାରେ ବିଜେଡିର ନୂଆ ସଭାପତି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ୬ ଜିଲ୍ଲାରେ ନୂଆ ସଭାପତିଙ୍କୁ ନିଯୁକ୍ତି ଦେଇଛନ୍ତି । ଢେଙ୍କାନାଳ ଜିଲ୍ଲା ବିଜେଡି ସଭାପତି ଭାବେ ନୃସିଂହ ଚରଣ ସାହୁ, ବାଲେଶ୍ୱର ପାଇଁ ଅଶ୍ୱିନୀ କୁମାର ପାତ୍ର, କୋରାପୁଟ ଜିଲ୍ଲା ସଭାପତି…