Browsing Tag

cm

ଛେଣ୍ଡିପଦା ସ୍ବାସ୍ଥ୍ୟ କେନ୍ଦ୍ରକୁ ଆମ ହସ୍ପିଟାଲରେ ସାମିଲ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଲୋକଙ୍କ ଦୀର୍ଘ ଦିନର ଦାବିକୁ ଆଜି ଗୋଟିଏ ଫୋନ କଲ ମାଧ୍ୟମ ରେ ସମାଧାନ କରିଛନ୍ତି 5T ସଚିବ । ଛେଣ୍ଡିପଦା ସ୍ବାସ୍ଥ୍ୟ କେନ୍ଦ୍ରକୁ ଆମ ହସ୍ପିଟାଲରେ ସାମିଲ କରିବାକୁ ମୁଖ୍ୟମନ୍ତ୍ରୀଙ୍କ  ନିର୍ଦ୍ଦେଶ କରିଛନ୍ତି । ମଞ୍ଚ ଉପରୁ ମୁଖ୍ୟମନ୍ତ୍ରୀଙ୍କ ସହ ଫୋନ ଯୋଗେ କଥା ହେଲେ 5T ସଚିବ । ମାତ୍ର ୨…

ରାଜ୍ୟ କ୍ୟାବିନେଟ ବୈଠକରେ ବଡ଼ ନିଷ୍ପତ୍ତି, ପଞ୍ଚାୟତ ବିଭାଗର ନୂଆ ଯୋଜନା ଆମ ଓଡ଼ିଶା, ନବୀନ ଓଡ଼ିଶାକୁ ମୋହର

ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟ ବୈଠକରେ ବଡ଼ ନିଷ୍ପତ୍ତି । ପଞ୍ଚାୟତ ବିଭାଗର ନୂଆ ଯୋଜନା ଆମ ଓଡ଼ିଶା, ନବୀନ ଓଡ଼ିଶାକୁ ମୋହର । ଏହି ଯୋଜନା ମାଧ୍ୟମରେ ପ୍ରତି ପଞ୍ଚାୟତକୁ ସ୍ୱତନ୍ତ୍ର ଅନୁଦାନ ମିଳିବ । ନୂଆ ଯୋଜନା ପାଇଁ ୪୦୦୦କୋଟି ବ୍ୟୟ ବରାଦ ହୋଇଛି । ଗ୍ରାମାଞ୍ଚଳର ଭିତ୍ତିଭୂମିକୁ ବିକାଶ…

୬ ଜିଲ୍ଲାରେ ବିଜେଡିର ନୂଆ ସଭାପତି

ଭୁବନେଶ୍ୱର (କେନ୍ୟୁଜ): ୬ ଜିଲ୍ଲାରେ ବିଜେଡିର ନୂଆ ସଭାପତି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ୬ ଜିଲ୍ଲାରେ ନୂଆ ସଭାପତିଙ୍କୁ ନିଯୁକ୍ତି ଦେଇଛନ୍ତି । ଢେଙ୍କାନାଳ ଜିଲ୍ଲା ବିଜେଡି ସଭାପତି ଭାବେ ନୃସିଂହ ଚରଣ ସାହୁ, ବାଲେଶ୍ୱର ପାଇଁ ଅଶ୍ୱିନୀ କୁମାର ପାତ୍ର, କୋରାପୁଟ ଜିଲ୍ଲା ସଭାପତି…

କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଚିଠି, କେନ୍ଦୁପତ୍ର ଉପରୁ GST ଛାଡ଼ କର

ଭୁବନେଶ୍ୱର : କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଚିଠି । କେନ୍ଦୁପତ୍ର ଉପରୁ GST ଛାଡ଼ କର । କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କେନ୍ଦୁପତ୍ର ଉପରେ ୧୮ ପ୍ରତିଶତ ଜିଏସଟି ଲାଗୁ ଯୋଗୁ ରାଜ୍ୟରେ ୮ଲକ୍ଷ କେନ୍ଦୁପତ୍ର…

ରାଜ୍ୟ ସ୍ୱାସ୍ଥ୍ୟସେବାରେ ଯୋଗ ଦେଲେ ୧୨୦୫ ଡାକ୍ତର

ରାଜ୍ୟ ସ୍ୱାସ୍ଥ୍ୟସେବାରେ ଯୋଗ ଦେଲେ ୧୨୦୫ ଡାକ୍ତର। ରାଜ୍ୟ ସରକାରଙ୍କ ନିଯୁକ୍ତି ପ୍ରଭା କାର୍ଯ୍ୟକ୍ରମରେ ନବନିଯୁକ୍ତ ୧୨୦୫ଜଣ ଡାକ୍ତରଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗୁଣାତ୍ମକ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବାକୁ ଏହା ଏକ ଅଭିନବ ଉଦ୍ୟମ ନବ ନିଯୁକ୍ତ…

ମୁଁ ମୋ ଓଡ଼ିଶା ଲୋକଙ୍କ ପାଇଁ ଗର୍ବିତ, ଲୋକଙ୍କ ଜୀବନ ବଞ୍ଚାଇବାକୁ ଆଗେଇ ଆସିଛନ୍ତି ଡାକ୍ତର ଓ ନର୍ସ : ମୁଖ୍ୟମନ୍ତ୍ରୀ

ବାହାନଗା ଟ୍ରେନ୍‌ ଦୁର୍ଘଟଣାରେ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ବଞ୍ଚାଯାଇଥିବା କହିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଡାକ୍ତରୀ ନିଯୁକ୍ତି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍‌ବୋଧନ । ଟ୍ରେନ ଦୁର୍ଘଟଣା ଦେଶ ଓ ବିଶ୍ୱକୁ ମଧ୍ୟ ଦୋହଲାଇ ଦେଲା । ମୁଁ ମୋ ଓଡ଼ିଶା ଲୋକଙ୍କ ପାଇଁ…

ହକି ବିଶ୍ୱକପ ଭାରତୀୟ ଦଳରେ ସାମିଲ ଦୁଇ ଓଡ଼ିଆ ଖେଳାଳିଙ୍କ ପାଇଁ ପୁରସ୍କାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(କେନ୍ୟୁଜ୍‌) : ହକି ବିଶ୍ୱକପରେ ଭାରତୀୟ ଦଳରେ ସାମିଲ ଦୁଇ ଓଡ଼ିଆ ଖେଳାଳିଙ୍କ ପାଇଁ ପୁରସ୍କାର ଘୋଷଣା । ଅମିତ ରୋହିଦାସ ଓ ନିଳମ୍‌ ସଞ୍ଜୀପ ଖେସଙ୍କୁ ୧୦ ଲକ୍ଷ ଟଙ୍କା ଲେଖାଏ ପୁରସ୍କାର ମିଳିବ । ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅମିତ ରୋହିଦାସ…

ଆଜି ଚେନ୍ନାଇରେ ମେକ୍‌ ଇନ୍‌ ଓଡ଼ିଶା ରୋଡ୍‌ ସୋ, ଯୋଗଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଚେନ୍ନାଇ(କେନ୍ଯୁଜ୍) : ଆଜି ଚେନ୍ନାଇରେ ମେକ୍‌ ଇନ୍‌ ଓଡ଼ିଶା ରୋଡ୍‌ ସୋ । ଏଥିରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୂର୍ବ ଭାରତରେ ମାନୁଫାକ୍‌ଚରିଂ ହବ୍‌ ଭାବେ ଉଭା ହେଉଛି ଓଡ଼ିଶା । ପୁଞ୍ଜିନିବେଶ ପାଇଁ ପାଲଟିଛି ଆକର୍ଷଣୀୟ ସ୍ଥାନ । ଆଗକୁ ମେକ୍‌ ଇନ୍‌ ଓଡ଼ିଶା କନକ୍ଲେଭ୍‌ ଥିବାରୁ…