ଆଣ୍ଡାମାନ ଛୁଇଁଲା ମୌସୁମୀ ବାୟୁ, ଖୁବ ଶୀଘ୍ର ଓଡ଼ିଶାରେ କରିବ ପ୍ରବେଶ
ଭୁବନେଶ୍ୱର (କେନ୍ୟୁଜ): ଚାଷୀଙ୍କ ପାଇଁ ଖୁସି ଖବର । ଆଣ୍ଡାମାନ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଆଜି କୋମରିନ-ମାଲଦୀପ, ଦକ୍ଷିଣ ବଙ୍ଗୋପସାଗର, ନିକୋବର ଏବଂ ଦକ୍ଷିଣ ଆଣ୍ଡାମାନ ସାଗର ଦ୍ବୀପ ଅଞ୍ଚଳକୁ ଅଗ୍ରସର ହେଉଛି । ସେହିପରି ଜୁନ ୧୫ ବେଳକୁ ମୌସୁମୀ ଓଡିଶା ଛୁଇଁବାର ସମ୍ଭାବନା ରହିଥିବା ଆକଳନ କରାଯାଇଛି ।
ସେପଟେ ଆସନ୍ତା ୨୨ ତାରିଖ ବେଳକୁ ଲଘୁଚାପ ହେବା ସମ୍ଭାବନା । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର…
Read More...