ଜାହାଜରୁ ୨୨୦ କୋଟି କୋକେନ ଜବତ ଘଟଣା, ପ୍ରାୟ ବର୍ଷେ ପରେ ସ୍ବଦେଶ ଫେରିବେ ଏମ୍ ଭି ଦେବୀ ସଦସ୍ୟ
ପାରାଦୀପ: ପ୍ରାୟ ବର୍ଷେ ପରେ ସ୍ବଦେଶ ଫେରିବେ ଏମ୍ ଭି ଦେବୀ ସଦସ୍ୟ । ପାରାଦୀପ ବନ୍ଦରର ପିଆଇସିଟି ବର୍ଥରୁ ୨୨୦ କୋଟି ଟଙ୍କାର କୋକେନ ଜବତ ଘଟଣାରେ ଭିଏତନାମା ଫେରିବେ ଗିରଫ ଜାହାଜ ଏମ୍ ଭି ଦେବୀର କ୍ରିଉ ମେମ୍ବର । ଜାହାଜରେ ଅଛନ୍ତି ୨୧ଜଣ ଭିଏତନାମା ନାଗରିକ । ପ୍ରଥମେ ୧୧ଜଣ ସଦ୍ୟ ନିଜ…