ନିର୍ବାଚନ ସରିବା ପରେ ଓଡ଼ିଶାରୁ ହଟିଲା ଆଦର୍ଶ ଆଚରଣ ବିଧି
ଭୁବନେଶ୍ୱର (କେନ୍ୟୁଜ): ଓଡ଼ିଶାରୁ ହଟିଲା ଆଦର୍ଶ ଆଚରଣ ବିଧି । ରାଜଭବନରେ ରାଜ୍ୟପାଳଙ୍କୁ ଭେଟିଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ । ନୂଆ ବିଧାନସଭା ଗଠନ ନେଇ ବିଧିବଦ୍ଧ ଭାବେ ରାଜ୍ୟପାଳଙ୍କୁ ଅବଗତ କରାଇଛନ୍ତି । ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ, ଅତିରିକ୍ତ ମୁଖ୍ୟ…