Browsing Tag

cold wave winter

ବଢୁଛି ତାପମାତ୍ରା, କମୁଛି ଶୀତ ପ୍ରକୋପ; ଘନ କୁହୁଡ଼ି ପାଇଁ ୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

(କେନ୍ୟୁଜ): ରାଜ୍ୟରେ କମିଛି ଶୀତ । ବଢୁଛି ରାତିର ତାପମାତ୍ରା । ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଦେଖାଯାଉଛି । ଫଳରେ ଦୃଶ୍ୟମାନ କ୍ଷମତା ହ୍ରାସ ପାଉଛି । ଅନୁଭୂତ ହେଉଛି ହାଲୁକା ଶୀତ । ଘନ କୁହୁଡ଼ି ପାଇଁ ଆଜି ୭ଟି ଜିଲ୍ଲା କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ସୋନପୁର, ଅନୁଗୁଳ, ଢେଙ୍କାନାଳ…

ରାଜ୍ୟରେ କମିଛି ଶୀତ ପ୍ରକୋପ, ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ଏପରି ସ୍ଥିତି ଜାରି ରହିବ

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟରେ ଶୀତର ପ୍ରକୋପ କମିଛି । ବାୟୁମଣ୍ଡଳର ତଳ ଭାଗରେ ପ୍ରବାହିତ ସାମୁଦ୍ରିକ ବାୟୁ ପ୍ରଭାବରେ ଶୀତ କମିଛି । ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ଏପରି ସ୍ଥିତି ଜାରି ରହିବ । ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ । କିନ୍ତୁ ବିଭିନ୍ନ ସ୍ଥାନରେ ପ୍ରବଳ…

ବାୟୁମଣ୍ଡଳର ତଳ ଭାଗରେ ପ୍ରବାହିତ ସାମୁଦ୍ରିକ ବାୟୁ ପ୍ରଭାବରେ ରାଜ୍ୟରେ କମିଛି ଶୀତ, ବିଭିନ୍ନ ସ୍ଥାନରେ ପ୍ରବଳ କୁହୁଡ଼ି

ଭୁବନେଶ୍ୱର(କେନ୍ୟୁଜ୍): ରାଜ୍ୟରେ ଶୀତର ପ୍ରକୋପ କମିଛି । ବାୟୁମଣ୍ଡଳର ତଳ ଭାଗରେ ପ୍ରବାହିତ ସାମୁଦ୍ରିକ ବାୟୁ ପ୍ରଭାବରେ ଶୀତ କମିଛି । ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ ଏପରି ସ୍ଥିତି ଜାରି ରହିବ । ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ । କିନ୍ତୁ ବିଭିନ୍ନ ସ୍ଥାନରେ ପ୍ରବଳ…

ଆଜିଠାରୁ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ଓ ଆକାଶ ନିର୍ମଳ ରହିବ: ଆଉ ତିନି ଦିନ ପରେ ପୁଣି ଖସିବ ପାରଦ, ବଢ଼ିବ ଶୀତ

ଭୁବନେଶ୍ବର(କେନ୍ୟୁଜ୍): ଆଉ ତିନି ଦିନ ପରେ ପୁଣି ଖସିବ ପାରଦ, ବଢ଼ିବ ଶୀତ। ଆସନ୍ତା ୩ ଦିନ ଏମିତି ସ୍ଥିତି ଜାରି ରହିବା ପରେ ପୁଣି ଶୀତ ଫେରିବ। ବାତ୍ୟା ମାଣ୍ଡୋସ୍‌ ପ୍ରଭାବରେ ରବିବାର ଦିନ ରାଜ୍ୟରେ ପାଗ ମେଘୁଆ ରହିବା ସହିତ କିଛି ସ୍ଥାନରେ ବର୍ଷା ହୋଇଥିଲା। ଯାହାଦ୍ବାରା ଶୀତ କମିଛି।…

ଶୀତଦିନେ ମୋଜା ପିନ୍ଧି ଶୋଇବା ଶରୀର ପାଇଁ କ୍ଷତିକାରକ, ଆପଣ କରୁନାହାନ୍ତି ତ ଏପରି ଭୁଲ୍‌

ଶୀତଦିନ ଆସିବା ମାତ୍ରେ ଆମେ ଶୀତ ପୋଷାକ ଉପରେ ନିର୍ଭର କରିଥାଉ । ସ୍ୱେଟର, ମୋଜା, ମଫଲର ଇତ୍ୟାଦିର ବ୍ୟବହାର କରିଥାଉ। ଅନେକ ଲୋକ ଶୀତଦିନେ ଥଣ୍ଡାରୁ ରକ୍ଷା ପାଇବା ପାଇଁ ରାତିରେ ଉଲ୍‌ କପଡ଼ା ପିନ୍ଧି ହିଁ ଶୋଇ ଯାଆନ୍ତି। କିନ୍ତୁ ଏହା ଏକ ଖରାପ ଅଭ୍ୟାସ, ରାତିରେ ଉଲ୍‌ କପଡ଼ା ପିନ୍ଧି ଶୋଇଲେ…

ବଢ଼ିବ ଥଣ୍ଡା! ଶିମିଳିପାଳର ନଅଣା ଓ ଉପରବାରା କାମୁଡ଼ା ଠାରେ ସର୍ବନିମ୍ନ ତାପମାତ୍ରା ୧୧ ଡିଗ୍ରୀ ରେକର୍ଡ

ବାରିପଦା(କେନ୍ୟୁଜ୍):ପୁଣି ବଢ଼ିବ ଥଣ୍ଡା !। ରାଜ୍ୟରେ ରାତି ତାପମାତ୍ରା ଧିରେ ଧିରେ କମିବ। ପ୍ରାୟ ୩ରୁ ୫ ଡିଗ୍ରୀ ଯାଏ ତଳକୁ ଖସିବା ସହ ରାଜ୍ୟରେ ଅନେକ ସ୍ଥାନରେ ଶୀତ ବଢିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଶୀତ ସହ ଅନୁଭୂତ ହେଉଛି ଘନ କୁହୁଡି । ମୟୂରଭଞ୍ଜ ଜିଲ୍ଲାରେ…

କନ୍ଧମାଳ ଜିଲ୍ଲାର ବିଭିନ୍ନ ସ୍ଥାନରେ ଖସୁଛି ପାରଦ, ୧୦ ଡିଗ୍ରୀ ତଳେ ଦାରିଙ୍ଗବାଡ଼ିର ତାପମାତ୍ରା

ଭୁବନେଶ୍ୱର(କେନ୍ୟୁଜ): ଶୀତରେ ଥରୁଛି ଦାରିଙ୍ଗବାଡ଼ି । କନ୍ଧମାଳ ଜିଲ୍ଲାର ବିଭିନ୍ନ ସ୍ଥାନରେ ପାରଦ ଖସୁଛି । ୧୦ ଡିଗ୍ରୀ ତଳେ ରହିଛି ଦାରିଙ୍ଗବାଡ଼ିର ତାପମାତ୍ରା । ଶୀତ ଋତୁ ଆସିଲେ ମାନେପଡ଼େ ଦାରିଙ୍ଗବାଡ଼ି । ଶୀତ ପାଇଁ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି ଏଠିକାର ପରିବେଶ । ଏଠାରେ…

ଆସିଲା ଶୀତ, ଖସୁଛି ତାପମାତ୍ରା

କେନ୍ୟୁଜ୍(ବ୍ୟୁରୋ): ଖସୁଛି ତାପମାତ୍ରା, ବଢୁଛି ଶୀତ। ରାଜ୍ୟର ବିଭିନ୍ନ ସ୍ଥାନରେ ଥଣ୍ଡା ଅନୁଭୂତ ହେଲାଣି। ୧୫ ଡିଗ୍ରୀ ତଳେ ରହିଛି ୧୪ ସହର । କୋରାପୁଟ ଜିଲ୍ଲା ସେମିଳିଗୁଡାରେ ସର୍ବନିମ୍ନ ତାପମାତ୍ରା ରହିଛି ୯.୧ ଡିଗ୍ରୀ । ଦାରିଙ୍ଗିବାଡିରେ ୧୧ ଡିଗ୍ରୀ, କୋରାପୁଟରେ ୧୨ ଡିଗ୍ରୀ ରହିଛି…

୧୦ ଡିଗ୍ରୀ ତଳକୁ ଖସିଲା ପାରଦ: ଗତ ୨୪ ଘଣ୍ଟାରେ ରାଜ୍ୟରେ ସବୁଠୁ ଥଣ୍ଡା ସହର କୋରାପୁଟ ଜିଲ୍ଲା ସେମିଳିଗୁଡ଼ା

କୋରାପୁଟ(କେନ୍ୟୁଜ୍): ଖସୁଛି ପାରଦ । ବଢୁଛି ଥଣ୍ଡା । ରାଜ୍ୟରେ ପଡ଼ିଲାଣି ଶୀତ । ରାଜ୍ୟରେ ୧୦ ଡିଗ୍ରୀ ତଳକୁ ଖସିଛି ରାତିର ତାପମାତ୍ରା । ଗତ ୨୪ ଘଣ୍ଟାରେ ରାଜ୍ୟରେ ସବୁଠୁ ଥଣ୍ଡା ସହର ପାଲଟିଛି କୋରାପୁଟ ଜିଲ୍ଲା ସେମିଳିଗୁଡ଼ା । ସେଠାରେ ରାତିର ସର୍ବନିମ୍ନ ତାପମାତ୍ରା ୯.୫ ଡିଗ୍ରୀ…

ରାଜ୍ୟରେ ସବୁଠୁ ଥଣ୍ଡା ସହର ପାଲଟିଛି କନ୍ଧମାଳ ଜିଲ୍ଲାର ଜି. ଉଦୟଗିରି, ଶୀତୁଆ ସକାଳର ମଜା ନେଉଛନ୍ତି ଲୋକ

ଭୁବନେଶ୍ୱର(କେନ୍ୟୁଜ୍): ଖସୁଛି ରାତିର ତାପମାତ୍ରା । ରାଜ୍ୟର ବିଭିନ୍ନ ସ୍ଥାନରେ ଅନୁଭୂତ ହେଲାଣି ଥଣ୍ଡା । କନ୍ଧମାଳ ଜିଲ୍ଲାରେ ତାପମାତ୍ରା ହ୍ରାସ ପାଉଥିବାରୁ ଶୀତ ଅନୁଭୂତ ହେଉଛି । ବିଭିନ୍ନ ସ୍ଥାନରେ ସକାଳୁ ସକାଳୁ ଘନ କୁହୁଡି ଦୃଶ୍ୟମାନ ହେଉଛି । କନ୍ଧମାଳ ଜିଲ୍ଲାର ଫୁଲବାଣୀ ସମେତ…

କରଞ୍ଜିଆ ଉପଖଣ୍ଡରେ ଶୀତର ପହିଲି ସ୍ପର୍ଶ, ରାତିରେ ଖସୁଛି ତାପମାତ୍ରା

କରଞ୍ଜିଆ(କେନ୍ୟୁଜ୍): ବର୍ଷା ଛାଡିବା ପରେ ରାଜ୍ୟରେ ପଡ଼ିଲାଣି ଶୀତ । ବିଭିନ୍ନ ସ୍ଥାନରେ ହାଲୁକା ଥଣ୍ଡା ଅନୁଭୂତ ହେଲାଣି । ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ଉପଖଣ୍ଡରେ ପାଦ ଥାପିଛି ଶୀତ । ରାତିରେ ଖସୁଛି ତାପମାତ୍ରା । ଲୋକ ସାମାନ୍ୟ ଥଣ୍ଡା ଅନୁଭବ କଲେଣି । କୁହୁଡ଼ି ବି ପଡ଼ିଲାଣି । କରଞ୍ଜିଆ…

ଅସହ୍ୟ ଶୀତରେ ଥରୁଛି ରାଜ୍ୟ: ସବୁଠାରୁ ଥଣ୍ଡା ସହର ଫୁଲବାଣୀ, ୮ଡିଗ୍ରୀ ତଳେ ରହିଛି ୬ଟି ସହରର ପାରଦ

ଭୁବନେଶ୍ବର(କେନ୍ଯୁଜ୍): ଅସହ୍ୟ ଶୀତରେ ଥରୁଛି ରାଜ୍ୟ। ରାଜ୍ୟର ସବୁଠାରୁ ଥଣ୍ଡା ସହର ପାଲଟିଛି ଫୁଲବାଣୀ। ୫ଡିଗ୍ରୀ ତାପମାତ୍ରା ସହ ହୋଇଛି ତୁଷାରପାତ। ୮ଡିଗ୍ରୀ ତଳେ ରହିଛି ୬ଟି ସହରର ପାରଦ। ରାତିରେ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ହୋଇଛି। ପାଖାପାଖି ୧୨ଟି ସ୍ଥାନର ତାପମାତ୍ରା ୧୦…