Below header
Browsing Tag

coming to Odisha

୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମୋହନ ଭାଗବତ, କଟକ ପ୍ରଶିକ୍ଷଣ ଶିବିରରେ ଯୋଗଦେବେ

ଭୁବନେଶ୍ୱର (କେନ୍ୟୁଜ): ଆଜି ଆସୁଛନ୍ତି ମୋହନ ଭାଗବତ। ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ସରସଂଘ ଚାଳକ ଡକ୍ଚର ମୋହନ ଭାଗବତ ଆଜିଠାରୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରୁ କଟକର ଗତିରାଉତପାଟଣାସ୍ଥିତ କେଶବଧାମକୁ ଯାତ୍ରା କରିବେ। କେଶବଧାମରେ…