ଯୁବକଙ୍କ ଅଶୋଭନୀୟ କାଣ୍ଡ: କମେଣ୍ଟ ମରାକୁ ପ୍ରତିବାଦ କରିବାରୁ ସ୍ଵାମୀ, ସ୍ତ୍ରୀ ଓ ଶିଶୁ କନ୍ୟାକୁ ମରଣାନ୍ତକ ଆକ୍ରମଣ
ସୋର (କେନ୍ୟୁଜ): କମେଣ୍ଟ ମାରିଲେ ପ୍ରତିବାଦ କରିବାରୁ ସ୍ବାମୀ, ସ୍ତ୍ରୀ ଓ ଦୁଇ ବର୍ଷର ଶିଶୁ କନ୍ୟାକୁ ତିନି ଯୁବକ ମରଣାନ୍ତକ ଆକ୍ରମଣ କଲେ। ଗତକାଲି ବିଳମ୍ବିତ ରାତିରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ବାଲେଶ୍ଵର ଜିଲ୍ଲା ବେଲଦା ଛକରେ ନଜର ଆସିଛି ଏଭଳି ଅଭାବନୀୟ ଘଟଣା ।…