compulsory retirement

ଏଣିକି ୫୦ ବର୍ଷରୁ ଅଧିକ ବୟସର ପୋଲିସ କର୍ମୀ ନେବେ ବାଧ୍ୟତାମୂଳକ ଅବସର, ସରକାରଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ : ଏଣିକି ୫୦ ବର୍ଷରୁ ଅଧିକ ବୟସର ପୋଲିସ କର୍ମୀ ନେବେ ବାଧ୍ୟତାମୂଳକ ଅବସର । ଉତ୍ତର ପ୍ରଦେଶ ଯୋଗୀ ସରକାର ପୋଲିସ ବିଭାଗକୁ ଶକ୍ତିଶାଳୀ…

8 months ago

ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ଜିରୋ ଟଲରେନ୍ସ:ଆଉ ୬ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

କେନ୍ୟୁଜ୍(ବ୍ୟୁରୋ):  ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ସାଧାରଣ ଜୀବନରେ  ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି। ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ…

2 years ago

ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ: ଆଉ ୬ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ବର(କେନ୍ଯୁଜ୍): ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କଠୋର ଆଭିମୁଖ୍ୟ ଜାରି। ଆଉ ୬ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ସରକାର। ଏମାନଙ୍କ ମଧ୍ୟରେ…

2 years ago

ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମ୍ମୁଖ୍ୟ, ASP ତ୍ରିନାଥ ମିଶ୍ରଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର

ଭୁବନେଶ୍ବର ( କେନ୍ଯୁଜ୍): ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମ୍ମୁଖ୍ୟ। ଅତିରିକ୍ତ SP ତ୍ରିନାଥ ମିଶ୍ରଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର। ଦୁର୍ନୀତି…

2 years ago

ଆଉ ୫ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ବର(କେନ୍ଯୁଜ୍): ଆଉ ୫ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର । ଦୁର୍ନୀତିଗ୍ରସ୍ତ ଓ ଅପାରଙ୍ଗଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ । ପୋଲିସ ଡିଏସପି, OAS ଅଫିସର, ପୋଲିସ…

2 years ago

ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ: ପୁଣି ୫ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ବର(କେନ୍ଯୁଜ୍): ୫ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର । ଦୁର୍ନୀତିଗ୍ରସ୍ତଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ । ୫ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର। ଇଞ୍ଜିନିୟର, CDPO, ଅଙ୍ଗନବାଡ଼ି ସୁପରଭାଇଜରଙ୍କ…

2 years ago

ଅପାରଗତା ଓ କର୍ତ୍ତବ୍ୟରେ ଅବହେଳା ଯୋଗୁ କାର୍ଯ୍ଯନୁଷ୍ଠାନ: ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର

ଭୁବନେଶ୍ବର(କେନ୍ଯୁଜ୍): ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର । ଅପାରଗତା ଓ କର୍ତ୍ତବ୍ୟରେ ଅବହେଳା ଯୋଗୁ ଓଡ଼ିଶା କ୍ରୀଡ଼ା ପରିଷଦର ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର ପାଇଁ ରାଜ୍ୟ…

3 years ago

ଦୁର୍ନୀତି ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ ଜିରୋ ଟଲରେନ୍ସ, ଆଉ ୪ ଅଧିକାରୀଙ୍କୁ ଦିଆଗଲା ବାଧ୍ୟତାମୂଳକ ଅବସର

କେନ୍ୟୁଜ୍(ବ୍ୟୁରୋ):  ଦୁର୍ନୀତିଗ୍ରସ୍ତ ଓ ଅପାରଗ ଅଧିକାରୀଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି। ଆଉ ୪ ଅଧିକାରୀଙ୍କୁ ଦିଆଗଲା ବାଧ୍ୟତାମୂଳକ ଅବସର। ଦୁଇ ଜଣ ପ୍ରଶାସନିକ ଅଧିକାରୀ,…

3 years ago

ପୁଣି ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୋଧରେ କଠୋର ଆଭିମୁଖ୍ୟ: ଆଉ ୯ ଅଧିକାରୀଙ୍କୁ ଦିଆଗଲା ବାଧ୍ୟତାମୂଳକ ଅବସର

ଭୁବନେଶ୍ବର: ପୁଣି ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୋଧରେ କଠୋର ଆଭିମୁଖ୍ୟ ଜାରି । ଆଉ ୯ ଅଧିକାରୀଙ୍କୁ ଦିଆଗଲା ବାଧ୍ୟତାମୂଳକ ଅବସର । ରାଜ୍ୟ ସରକାର ଖଣି…

3 years ago

ଜଙ୍ଗଲ ବିଭାଗର ଦୁଇ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର, ଉଭୟଙ୍କ ନାଁରେ ରହିଛି ଦୁର୍ନୀତି ମାମଲା

ଭୁବନେଶ୍ବର: ଜଙ୍ଗଲ ବିଭାଗର ଦୁଇ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର । ଫରେଷ୍ଟ ରେଞ୍ଜର ଭରତ କୁମାର ଘଡେଇଙ୍କୁ ବାଧ୍ୟତାମୂଳକ ଅବସର । ସେହିପରି ଏସିଏଫ୍‌ ଲକ୍ଷ୍ମଣ ପ୍ରଧାନଙ୍କୁ…

3 years ago

ରାଜ୍ୟ ସରକାରଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ: ଦୁର୍ନୀତି ଓ ଅପାରଗତା ଯୋଗୁଁ ଜଣେ ଜେଲ ଡିଆଇଜିଙ୍କ ସମେତ ୭ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ବର: ଦୁର୍ନୀତି ବିରୋଧରେ ରାଜ୍ୟ ସରକାରଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ। ଦୁର୍ନୀତି ଓ ଅପାରଗତା ଯୋଗୁଁ ଜଣେ ଜେଲ ଡିଆଇଜିଙ୍କ ସମେତ ୭ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ…

3 years ago

ଦୁର୍ନୀତିଖୋର ଅଫିସରଙ୍କୁ ନାହଁ ନିସ୍ତାର, ଆୟୁଷ ନିର୍ଦ୍ଦେଶକଙ୍କ ପରେ ଏବେ କୋରାପୁଟ ଜିଲ୍ଲା ଉପ-ନିର୍ଦ୍ଦେଶକଙ୍କୁ ବାଧ୍ୟତାମୂଳକ ଅବସର

କୋରାପୁଟ(କେନ୍ୟୁଜ୍): ଦୁର୍ନୀତଖୋର ଅଫିସରଙ୍କ ପ୍ରତି ରାଜ୍ୟ ସରକାରଙ୍କ କଡା ଆଭିମୁଖ୍ୟ। ଦୁର୍ନୀତିର ଛିଟା ଲାଗିଥିବା ଗୋଟିଏ  ପରେ ଗୋଟିଏ ଅଫିସରଙ୍କୁ ବାଧ୍ୟତାମୂଳକ ଅବସର ଦେଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ…

4 years ago