Browsing Tag

congratulates

ବିଜେଡିକୁ ସମର୍ଥନ ପାଇଁ ସମସ୍ତ ଦଳୀୟ ପ୍ରାର୍ଥୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର (କେନ୍ୟୁଜ): ନବୀନ ଦେଲେ ଆନ୍ତରିକ ଧନ୍ୟବାଦ । ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଫଳାଫଳକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଟୁଇଟ୍‌ । ବିଜୟୀ ସମସ୍ତ ଦଳୀୟ ପ୍ରାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଅତୁଟ ବିଶ୍ୱାସ ରଖି ବିଜେଡିକୁ ବିପୁଳ ସମର୍ଥନ ଦେଇଥିବାରୁ ସମସ୍ତଙ୍କୁ…

ପାରାଅଲିମ୍ପିକ୍‍ ପଦକ ବିଜେତାଙ୍କୁ ଶୁଭେଚ୍ଛା ଜଣାଇଲେ ସାଂସଦ ଅଚ୍ୟୁତ ସାମନ୍ତ

(କେନ୍ୟୁଜ): କନ୍ଧମାଳ ସାଂସଦ ତଥା କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଆଜି ପାରାଅଲିମ୍ପିକ୍‍ ବ୍ୟାଡ୍‍ମିଣ୍ଟନରେ ସ୍ୱର୍ଣ୍ଣ ବିଜେତା ପ୍ରମୋଦ ଭଗତ, କ୍ରିଷ୍ଣା ନାଗର, ବ୍ରୋଞ୍ଜ ବିଜେତା ମନୋଜ ସରକାରଙ୍କୁ ଭେଟି ସେମାନଙ୍କୁ ଶୁଭେଚ୍ଛା ଜଣାଇଥିଲେ । ଟୋକିଓ ପାରାଅଲିମ୍ପିକସରେ ପଦକ…