PCC ସଭାପତିଙ୍କ ଉପସ୍ଥିତିରେ ରାଜ୍ୟ କଂଗ୍ରେସ ଭବନରେ ଦୁଇ ଗୋଷ୍ଠୀ ମୁହାଁମୁହିଁ
ଭୁବନେଶ୍ବର: କଂଗ୍ରେସ ଭବନରେ ଉତ୍ତେଜନା । ରାଜ୍ୟ କଂଗ୍ରେସ ଭବନରେ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି । ସାଧାରଣ ପରିଷଦ ବୈଠକ ପୂର୍ବରୁ ଦୁଇ ଗୋଷ୍ଠୀ ମୁହାଁମୁହିଁ । ଓବିସି ସେଲ୍ ବୈଠକ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି । ଓବିସି ସେଲ୍ ଅଧ୍ୟକ୍ଷ ବିଷ୍ଣୁ ବାରିକଙ୍କୁ ନେଇ…