Below header
Browsing Tag

contractual abolish

ବିଧିବଦ୍ଧ ଭାବେ ଉଚ୍ଛେଦ ହେଲା ଚୁକ୍ତିଭିତ୍ତିକ ପ୍ରଥା ,ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ହେଲା ବିଜ୍ଞପ୍ତି 

ଭୁବନେଶ୍ବର(କେନ୍ୟୁଜ୍):  ଉଚ୍ଛେଦ ହେଲା ସରକାରୀ ଚୁକ୍ତିଭିତ୍ତିକ ନିଯୁକ୍ତି । ଏଣିକି ସବୁ କଣ୍ଟ୍ରାକଚୁଆଲ ନିଯୁକ୍ତି ନିୟମିତ ହେବେ । ଗତକାଲି କ୍ୟାବିନେଟ୍‌ ନିଷ୍ପତ୍ତି ପରେ ଆଜି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଜାରି ହୋଇଛି । ଗ୍ରୁପ୍‌-ବି, ଗ୍ରୁପ୍‌-ସି ଓ…

ଠିକା କର୍ମଚାରୀଙ୍କୁ ରାଜ୍ୟ ସରକାରଙ୍କ ଦୀପାବଳି ଭେଟି, ଉଚ୍ଛେଦ ହେଲା ଚୁକ୍ତିଭିତ୍ତିକ ପ୍ରଥା

ଭୁବନେଶ୍ବର(କେନ୍ୟୁଜ୍): ଚୁକ୍ତିଭିତ୍ତିକ କର୍ମଚାରୀଙ୍କୁ ରାଜ୍ୟ ସରକାରଙ୍କ ଦୀପାବଳି ଭେଟି।  ଉଚ୍ଛେଦ ହେଲା ଚୁକ୍ତିଭିତ୍ତିକ ପ୍ରଥା।  ଚୁକ୍ତିଭିତ୍ତିକ ନିଯୁକ୍ତିର ଯୁଗ ଶେଷ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ପରି…