Below header
Browsing Tag

coromandel train accident

ଓଡ଼ିଶା ଟ୍ରେନ୍ ଦୁର୍ଘଟଣାରେ ସ୍ତବ୍ଧ ଅନେକ ଭାରତୀୟ କଳାକାର

ଓଡିଶାର ବାଲେଶ୍ୱର ବାହାନଗାଠାରେ ଘଟିଥିବା ଟ୍ରେନ୍ ଦୁର୍ଘଟଣା କେବଳ ଓଡ଼ିଶା ନୁହେଁ, ପୂରା ଦେଶକୁ ସ୍ତବ୍ଧ କରିଦେଇଛି। ଶୁକ୍ରବାର ସଂଧ୍ୟା ପ୍ରାୟ ୭ଟା ପାଖାପାଖି କରମଣ୍ଡଳ, ମାଲବାହୀ ଟ୍ରେନ ଓ ଯଶୋବନ୍ତପୁର ହାୱାଡା ଦୂରନ୍ତ ଏକ୍ସପ୍ରେସ ମଧ୍ୟରେ ହୋଇଥିବା ଏହି ଦୁର୍ଘଟଣା ଅତି ଭୟଙ୍କର ଥିଲା।…

ଭୟଙ୍କର ଟ୍ରେନ ଦୁର୍ଘଟଣାରେ ବଦଳିଲା ଟ୍ରେନ ରୁଟ, ବାତିଲ ହେଲା ଏସବୁ ଟ୍ରେନ

ବାଲେଶ୍ବର ଜିଲ୍ଲା ବାହାନଗାରେ ଗତ କଲି ଶୁକ୍ରବାର ସନ୍ଧ୍ୟାରେ ଘଟିଥିବା ଛାତିଥରା ଭୟଙ୍କର ଟ୍ରେନ ଦୁର୍ଘଟଣାରେ ବଢୁଛି ମୃତ୍ୟୁ ସଂଖ୍ୟା । ଏହି ଟ୍ରେନ ଦୁର୍ଘଟଣାରେ ବର୍ତ୍ତମାନ ସୁଦ୍ଧା ୨୩୮ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ରହିଥିବା ବେଳେ ଏହାର ସଂଖ୍ୟା ଆଗକୁ ବଢିବାର ଆଶଙ୍କା ରହିଛି ।…

ଶବ ଖୋଜି ଖୋଜି ଧର୍ଯ୍ୟହରା ପରିବାର: କିଏ ଚେତା ହରାଉଛି ତ କିଏ ଫଟୋ ଧରି ବୁଲୁଛି

କେନ୍ୟୁଜ୍(ବ୍ୟୁରୋ): ପୁଅକୁ ଖୋଜି ଖୋଜି ଚେତା ହରାଉଛନ୍ତି ବାପା । ମୁହଁରେ ପାଣି ଛାଟି ଛାଟି ଚେତା ଫେରାଇବାକୁ ଚେଷ୍ଟା ଚଲାଇଛନ୍ତି ଉପସ୍ଥିତ ଲୋକେ । ଯେତେବେଳେ ବି ଟିକେ ଚେତା ଫେରୁଛି ସେତେବେଳେ ପୁଅକୁ ଖୋଜୁଛନ୍ତି । କହୁଛନ୍ତି ମୋ ପୁଅକୁ ଖୋଜିଆଣ ଟିକେ ମୋ ପୁଅକୁ ଦେଖା କରିଦିଅ।…

ପଡିଛି ମୃତଦେହ ବାଜୁଛି ମୋବାଇଲ, କାନ୍ଦ ବୋବାଳିରେ ଫାଟି ପଡୁଛି ସାରା ପରିବେଶ

କେନ୍ୟୁଜ୍(ବ୍ୟୁରୋ): ସମୟ ଜୁନ୍ ୨ ତାରିଖ ଶୁକ୍ରବାର ୭ଟା ୫ ପାଖାପାଖି ହେବ। କରମଣ୍ଡଳ ଏକ୍ସପ୍ରେସ୍‌ ଅପ୍‌ ଟ୍ରେନ୍‌ ଏବଂ ଯଶୋବନ୍ତପୁର-ହାଓଡ଼ା ଟ୍ରେନ୍‌ ଡାଉନ୍‌ ଲାଇନ୍‌ରେ ଚାଲିଥିଲା। ଯାତ୍ରୀମାନଙ୍କ ମଧ୍ୟରୁ କିଏ ଖାଉଥିଲେ, କିଏ ଶୋଇଥିଲେ, କିଏ ମୋବାଇଲ୍‌ ଦେଖୁଥିଲେ। ଆଉ କିଏ ଘର…