Browsing Tag

corona cases in odisha

ରାଜ୍ୟରେ ୫୦୦ ଉପରେ ପଜିଟିଭ୍‌ କେସ୍‌, ଗତ ୨୪ ଘଣ୍ଟାରେ ୫୪୨ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର (କେନ୍ୟୁଜ): ଓଡ଼ିଶାରେ ପୁଣି ବଢିଲା କରୋନା ସଂକ୍ରମଣ । ଦିନକରେ ୫୦୦ ଉପରେ ରହିଛି ପଜିଟିଭ୍‌ କେସ୍‌। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୫୪୨ ଆକ୍ରାନ୍ତ । ଗତକାଲି ଏହି ସଂଖ୍ୟା ଥିଲା ୩୯୩ । ଏହି ସମୟରେ ମୋଟ୍‌ ୭ହଜାର ୫୭୧ କୋଭିଡ୍‌ ଟେଷ୍ଟ ହୋଇଛି । ଜଣଙ୍କ ଜୀବନ ନେଇଛି…

ରାଜ୍ୟରେ ଗତ ୨୪ ଘଣ୍ଟାରେ ୩ ହଜାର ୬୨୯ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଗତ ୨୪ ଘଣ୍ଟାରେ ୩ ହଜାର ୬୨୯ ଆକ୍ରାନ୍ତ ଚିହ୍ନଟ । ସଂକ୍ରମଣ ହାର ରହିଛି ୫.୪୪ ପ୍ରତିଶତ । ଖୋର୍ଦ୍ଧାରୁ ସର୍ବାଧିକ ୭୧୬ ସଂକ୍ରମିତ ହୋଇଛନ୍ତି । ସୁନ୍ଦରଗଡରୁ ୩୪୬ ଓ କଟକରୁ ୩୨୯ ନୂଆ କେସ୍‌ ଆସିଛି । Covid-19 Report For 2nd Feb New Positive…

ଆମ ରାଜ୍ୟରେ ଜାନୁଆରୀ ଶେଷ ସୁଦ୍ଧା ପିକ୍‌ ନେବ ଓମିକ୍ରନ୍‌! ସତର୍କ କରାଇଲେ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ବର(କେନ୍ଯୁଜ୍): ଦେଶରେ ସଂକ୍ରମଣ ବଢିବା ସହ ରାଜ୍ୟରେ ମଧ୍ୟ କରୋନା ସଂକ୍ରମଣ ବଢୁଛି। ମୁଖ୍ୟତଃ ରାଜ୍ୟର ୪ରୁ ୫ ଜିଲ୍ଲାରେ ଅଧିକ ସଂକ୍ରମଣ ରହୁଛି। ଏହା ସହ ସବୁ ଜିଲ୍ଲାରେ ଓମିକ୍ରନ୍‌ର ଉପସ୍ଥିତି ରହିଛି। ଦିଲ୍ଲୀ , ମହାରାଷ୍ଟ୍ରରେ କିଛି ବିଶେଷଜ୍ଞ କହିଛନ୍ତି ଜାନୁଆରୀ ୧୫ ସୁଦ୍ଧା…

ଗତ ୨୪ ଘଣ୍ଟାରେ ୪୬୭ ନୂଆ କରୋନା ପଜିଟିଭ୍‌ ଚିହ୍ନଟ, ୫ ଆକ୍ରାନ୍ତ ମୃତ

ଭୁବନେଶ୍ୱର(କେ ନ୍ୟୁଜ):  ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୬୭ ନୂଆ କରୋନା ପଜିଟିଭ୍‌ ଚିହ୍ନଟ, ୫ ଆକ୍ରାନ୍ତ ମୃତ । ୪୬୭ ସଂକ୍ରମିତଙ୍କ ଭିତରେ ୦ରୁ ୧୮ ବର୍ଷ ଭିତରେ ଅଛନ୍ତି ୬୬ ଜଣ । ୨୪ ଘଣ୍ଟାରେ ୬୦ ହଜାର ୩୬ କୋଭିଡ ଟେଷ୍ଟିଂ ହୋଇଛି । ଅନ୍ୟ ପକ୍ଷରେ ଗତ ୨୪ ଘଣ୍ଟା ଭିତରେ ୪୭୭ ଜଣ କରୋନା ମୁକ୍ତ…

ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୭୧ କରୋନା ପଜିଟିଭ୍ ଚିହ୍ନଟ, ୬ ମୃତ

ଭୁବନେଶ୍ୱର(କେନ୍ୟୁଜ୍‌) : ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୭୧ କରୋନା ପଜିଟିଭ୍ ଚିହ୍ନଟ, ୬ ମୃତ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୧୬୮୩୩ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭୪ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୯୭ ଜଣ…

ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୭୯ ନୂଆ ସଂକ୍ରମିତ ଚିହ୍ନଟ, ୬୮ ମୃତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୭୯ ନୂଆ ସଂକ୍ରମିତ ଚିହ୍ନଟ। ଏମାନଙ୍କ ଭିତରେ ୦ରୁ ୧୮ ବର୍ଷ ଭିତରେ ଅଛନ୍ତି ୧୦୫ ଜଣ । ଆଉ ୬୮ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଖୋର୍ଦ୍ଧାରୁ ସର୍ବାଧିକ ୨୫୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନ୍ୟ ସମସ୍ତ ଜିଲ୍ଲାରେ ୧୦୦ ତଳେ…

ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି କରୋନା ସଂକ୍ରମଣ, ଆଜି ୬,୦୧୯ ପଜିଟିଭ ଚିହ୍ନଟ

ଭୁବନେଶ୍ୱର(କେ ନ୍ୟୁଜ): ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୦୧୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା…

ରାଜ୍ଯରେ କରୋନା ସଂକ୍ରମିତଙ୍କ ସଂଖ୍ଯା ଯେତିକି ବଢୁଛି ସେହି ଅନୁପାତରେ କମୁଛି, ଟେନସନ୍ ଦେଉଛି ଗଞ୍ଜାମ

ଭୁବନେଶ୍ବର: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମ। ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ସୁସ୍ଥ ହାର ମଧ୍ୟ ବଢୁଛି । ରାଜ୍ୟରେ ଏବେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୭ ହଜାର ୪୫୫ରେ ପହଞ୍ଚିଛି । ସୁସ୍ଥ ହେଲେଣି ୩୩ ହଜାରରୁ ଅଧିକ । ସୂଚନା ଥାଉକି, ରାଜ୍ୟରେ ୬୯.୫୮ ପ୍ରତିଶତ କରୋନା…

ରାଜ୍ଯରେ ୨୯ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ଯା, ଆଜି ଆଉ ୧୦୬୮ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ରାଜ୍ଯରେ ଆଜି ୧୦୬୮ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୬୬୨ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ଏବଂ ଲୋକାଲ କେସ୍ ରୁ ୪୦୬ଜଣ ଚିହ୍ନଟ ହୋଇଥିବାନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସମୁଦାୟ ୨୮ଟି ଜିଲ୍ଲାରୁ ଏହି ସମସ୍ତ ନୂଆ ସଂକ୍ରମିତ…

ଆଜି ରାଜ୍ୟରେ ଆଉ ୮୬ କରୋନା ପଜିଟିଭ ଚିହ୍ନଟ, ୧୧୮୯ ଛୁଇଁଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ଆଜି ରାଜ୍ୟରେ ଆଉ ୮୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏବାବଦରେ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୧୮୯ରେ ପହଂଚିଛି । ଗତ କାଲି ରାଜ୍ୟରେ ସକାଳେ ଆଉ ୫୧ ପଜିଟିଭ ଚିହ୍ନଟ…