Browsing Tag

corona check

ଫୋକସ ଗାଁ: ୨୪  ମଇରୁ ତିନି ମାସ ପର୍ଯ୍ୟନ୍ତ ଘରକୁ ଘର ବୁଲି କୋଭିଡ଼ ଲକ୍ଷଣ ଯାଞ୍ଚ କରିବେ ଆଶା କର୍ମୀ,…

ଭୁବନେଶ୍ବର(କେନ୍ୟୁଜ୍):  ସମଗ୍ର ଦେଶ ଗତ ଏକ ବର୍ଷରୁ ଅଧିକ ସମୟ ଧରି କରୋନା ସହ ଲଢୁଛି। କରୋନାର ଏହି ଦ୍ବିତୀୟ ଲହରୀ ସାରା ଦେଶରେ ଗୁରୁତର ଜନସ୍ବାସ୍ଥ୍ୟ ସମସ୍ୟା ସୃଷ୍ଟି କରିବା ସହ ବିପୁଳ କ୍ଷତି କରିଚାଲିଛି । ଏହି ପରିପ୍ରେକ୍ଷୀରେ ସମସ୍ତଙ୍କ ସହଯୋଗରେ କରୋନା ବିରୋଧରେ  ଆମର ଲଢେଇକୁ…