Browsing Tag

corona death in ganjam

ରାଜ୍ୟରେ ଆଜି ଆଉ ୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ, ଉଭୟ ମୃତକ ଗଞ୍ଜାମ ଜିଲ୍ଲାର

ଭୁବନେଶ୍ବର : ରାଜ୍ୟରେ ଆଜି ଆଉ ୨ ଜଣଙ୍କର କରୋନା ଯୋଗୁଁ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରୁ ୬୬ବର୍ଷର ଜଣେ ପୁରୁଷ ଥିବାବେଳେ ଅନ୍ୟ ଜଣେ ୪୦ ବର୍ଷର ପୁରୁଷ । ଉଭୟେ ଗଞ୍ଜାମ ଜିଲ୍ଲାର ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ…

ରାଜ୍ଯରେ ପୁଣି ୨ କରୋନା ସଂକ୍ରମିତଙ୍କ ମୃତ୍ୟୁ, ମୃତକ ଉଭୟ ମହିଳା

ଗଞ୍ଜାମ: ରାଜ୍ୟରେ ପୁଣି ୨ କରୋନା ସଂକ୍ରମିତଙ୍କ ମୃତ୍ୟୁ । ଏହି ମୃତକ ଦୁଇଜଣ ଗଞ୍ଜାମ ଜିଲ୍ଲାର । ମୃତକ ଉଭୟ ମହିଳା ବୋଲି ଜଣାପଡିଛି । ଜଣେ ୪୮ ବର୍ଷୀୟ ଓ ଅନ୍ୟ ଜଣେ ୩୯ ବର୍ଷୀୟ । ଏମାନେ କିଡ୍‌ନୀ ରୋଗରେ ପୀଡ଼ିତ ଥିଲେ । ଏହାକୁ ମିଶାଇ ଗଞ୍ଜାମରେ ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି…

ଗଞ୍ଜାମ ଜିଲ୍ଲାରେ ଆଉ ଜଣେ କରୋନା ଆକ୍ରାନ୍ତ ମୃତ, ରାଜ୍ଯରେ ମୋଟ୍ ମୃତକଙ୍କ ସଂଖ୍ଯା ୧୮କୁ ବୃଦ୍ଧି

ଗଞ୍ଜାମ : ଗଞ୍ଜାମ ଜିଲ୍ଲାରେ ଆଉ ଜଣେ କରୋନା ଆକ୍ରାନ୍ତ ମୃତ। ଏହାକୁ ମିଶାଇ ରାଜ୍ଯରେ ମୋଟ୍ ମୃତକଙ୍କ ସଂଖ୍ଯା ୧୮କୁ ବୃଦ୍ଧି ପାଇଛି ।ମୃତକ ଜଣଙ୍କ ଗଞ୍ଜାମ ଜିଲ୍ଲାର ଜଣେ ୬୮ ବର୍ଷିୟ ପୁରୁଷ। ସେ ବିଭିନ୍ନ ରୋଗରେ ପୀଡିତ ଥିଲେ । ସୂଚନା ଅନୁଯାୟୀ, ଆଜି ରାଜ୍ୟରେ ଆଉ ୧୭୦ କରୋନା…