Browsing Tag

corona death in odisha

ରାଜ୍ୟରେ ଆଜି ୪ ହଜାର ୨୦୮ କରୋନା ପଜିଟିଭ୍‌ ଚିହ୍ନଟ, ଗଲା ୧୫ଜଣଙ୍କ ଜୀବନ

ଭୁବନେଶ୍ବର: ରାଜ୍ୟରେ ଆଉ ୪ ହଜାର ୨୦୮ କରୋନା ପଜିଟିଭ୍‌ ଚିହ୍ନଟ । କ୍ୱାରେଣ୍ଟାଇନ୍‌ରୁ ୨୪୬୨ ଓ ଲୋକାଲ କେସ୍‌ ରହିଛି ୧୭୪୬ । ପୁଣି ଖୋର୍ଦ୍ଧାରୁ ସର୍ବାଧିକ ୭୨୫ ଆକ୍ରାନ୍ତ ଚିହ୍ନଟ । ଦ୍ୱିତୀୟରେ ରହିଛି କଟକ । ଦିନକରେ କଟକ ଜିଲ୍ଲାରୁ ୪୬୫ ନୂଆ କେସ୍‌ ସାମ୍ନାକୁ ଆସିଛି ।ଯାଯପୁରରେ ୨୩୭…

ରାଜ୍ଯରେ ଆଜି ସର୍ବାଧିକ ୪୨୭୦ କରୋନା ପଜିଟିଭ୍ ଚିହ୍ନଟ, ଗଲା ୧୧ଜଣଙ୍କ ଜୀବନ

ଭୁବନେଶ୍ବର: ଆଜି ରାଜ୍ଯରେ ୪୨୭୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ କ୍ବାରେଣ୍ଟାଇନରୁ ୨୪୭୮ ଏବଂ ଲୋକାଲ୍ କେସରୁ ୧୭୯୨ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ଯରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ଯା ୧,୬୨,୯୨୦ରେ ପହଁଚିଛି। ଏମାନଙ୍କ ୧,୨୫,୭୩୮ ସୁସ୍ଥ ହୋଇ…

ରାଜ୍ୟରେ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୬୨୬କୁ ବୃଦ୍ଧି

ଭୁବନେଶ୍ଵର:  ରାଜ୍ୟରେ ଆଉ ୧୦ ଜୀବନ ନେଲା ମାରାତ୍ମକ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତକ ସଂଖ୍ୟା ୬୨୬କୁ ବୃଦ୍ଧି ପାଇଛି | ମୃତକଙ୍କ ମଧ୍ୟରୁ ଜଣେ ବାଲେଶ୍ଵର ଜିଲ୍ଲାର ଥିବା ବେଳେ ଭୁବନେଶ୍ୱରରୁ ୨ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ଜଣାଯାଇଛି । ସେପଟେ କଟକ ଜିଲ୍ଲାର ଦୁଇ ଜଣଙ୍କର,…

ଆଜି ରାଜ୍ଯରେ ୩୪୯୦ କରୋନା ପଜିଟିଭ୍ ଚିହ୍ନଟ, ଗଲା ୧୩ଜଣଙ୍କ ଜୀବନ

ଭୁବନେଶ୍ବର: ଆଜି ରାଜ୍ଯରେ ୩୪୯୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ କ୍ବାରେଣ୍ଟାଇନରୁ ୨୦୯୪ ଏବଂ ଲୋକାଲ୍ କେସରୁ ୧୩୯୬ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ଯରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ଯା ୧,୩୧,୩୮୨ ରେ ପହଁଚିଛି। ଏମାନଙ୍କ ୯୯,୩୯୮ ସୁସ୍ଥ ହୋଇ…

ଆଜି ରାଜ୍ୟରେ ୧୦ ଜଣଙ୍କ ଜୀବନ ନେଲା ମାରାତ୍ମକ କରୋନା, ୫୦୦ଛୁଇଁବ ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର: ଆଜି ରାଜ୍ୟରେ ୧୦ ଜଣଙ୍କ ଜୀବନ ନେଇଛି ମାରାତ୍ମକ କରୋନା ଭାଇରସ । ଏହାକୁ ମିଶାଇ ମୋଟ ମୃତକଙ୍କ ସଂଖ୍ୟା ୪୯୨ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । - ଭୁବନେଶ୍ୱରର ଜଣେ ୫୬ ବର୍ଷ ବୟସ୍କ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା…

ରାଜ୍ୟରେ ଆଉ ୧୨ ଜଣଙ୍କ ଜୀବନ ନେଲା ମାରାତ୍ମକ କରୋନା, ମୃତକଙ୍କ ସଂଖ୍ୟା ୪୮୨କୁ ବୃଦ୍ଧି

ଭୁବନେଶ୍ୱର:  ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୧୨ ଜଣଙ୍କ ଜୀବନ ନେଇଛି କରୋନା । ଏହାକୁ ମିଶାଇ ମୋଟ ମୃତ୍ୟୁ ସଂଖ୍ୟା ୪୮୨କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଗଂଜାମ ଜିଲ୍ଲାରୁ ୪ ଜଣ, ଭୁବନେଶ୍ୱରରୁ ଜଣେ, କଟକରୁ ଜଣେ, ଯାଜପୁରରୁ ଜଣେ, ମାଲକାନଗିରି, ନବରଙ୍ଗପୁର, ପୁରୀ, ରାୟଗଡା,…

ଆଜି ରାଜ୍ଯରେ ୨୨୪୪ କରୋନା ପଜିଟିଭ୍ ଚିହ୍ନଟ, ଗଲା ୧୦ ଜଣଙ୍କ ମୁଣ୍ଡ

ଭୁବନେଶ୍ବର: ଆଜି ରାଜ୍ଯରେ ୨୨୪୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସମୁଦାୟ ୨୯ଟି ଜିଲ୍ଲାରୁ ଏହି ସମସ୍ତ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ କ୍ବାରେଣ୍ଟାଇନରୁ ୧୩୯୦ ଏବଂ ଲୋକାଲ୍ କେସରୁ ୮୫୪ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ଯରେ ମୋଟ କରୋନା…

ରାଜ୍ୟରେ ଆଜି କରୋନା ନେଲା ଆଉ ୯ଜଣଙ୍କ ଜୀବନ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ମୃତ

ଭୁବନେଶ୍ବର : ରାଜ୍ୟରେ ଆଜି ୯ ଜଣଙ୍କ ଜୀବନ ନେଇଛି କରୋନା । ଏହାକୁ ମିଶାଇ କୋଭିଡ୍ ଜନିତ ମୃତ୍ୟୁସଂଖ୍ୟା ୩୦୫ରେ ପହଁଚିଛି। ଏମାନଙ୍କ ଭିତରୁ ଗଞ୍ଜାମରୁ ସର୍ବାଧିକ ୪ଜଣଙ୍କର ମୃତ୍ଯୁ ହୋଇଥିବାବେଳେ, ରାୟଗଡାରୁ ୨ଜଣ ମୃତ୍ଯୁବରଣ କରିଛନ୍ତି । ଏହାସହିତ ଖୋର୍ଦ୍ଧା, ଅନୁଗୁଳ ଏବଂ ବାଲେଶ୍ବରରୁ…

ରାଜ୍ୟରେ ବଢିଚାଲିଛି ମୃତ୍ୟୁ ସଂଖ୍ୟା, ଆଜି କରୋନାରେ ଆଉ ୧୪ ଜଣଙ୍କ ମୃତ୍ୟୁ

କେନ୍ୟୁଜ୍(ବ୍ୟୁରୋ): କରୋନା ମୃତ୍ୟୁରେ ଲାଗୁନି ବ୍ରେକ୍ । ସପ୍ତାହେ ଧରି ୧୦ ଉପରକୁ ରହୁଛି କରୋନା ଜନିତ ମୃତ୍ୟୁ ସଂଖ୍ୟା। ଆଜି ୧୪ ଜଣ ଏହି କିଲର ଭାଇରସରେ ପ୍ରାଣ ହରାଇଥିବା ସୂଚନା ଦେଇଛି ସ୍ବାସ୍ଥ୍ୟ ବିଭାଗ। ରାଜ୍ୟରେ ଅଣାୟତ୍ତ ହେଉଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ…

ଆଜି ରାଜ୍ଯରେ କରୋନା ନେଲା ପୁଣି ୧୨ଜଣଙ୍କ ଜୀବନ, ଜାଣନ୍ତୁ କେଉଁଠୁ କେତେ ମୃତ

ଭୁବନେଶ୍ବର : ଆଜି ରାଜ୍ଯରେ ପୁଣି କରୋନା ନେଲା ଆଉ ୧୨ ଜଣଙ୍କ ମୁଣ୍ଡ। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତ୍ୟୁସଂଖ୍ୟା ୨୩୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏମାନଙ୍କ ଭିତରୁ ଗଞ୍ଜାମ,ଖୋର୍ଦ୍ଧା,କେନ୍ଦୁଝର ଓ…

ରାଜ୍ୟରେ ଆଉ ୧୨ ମୁଣ୍ଡ ନେଲା କରୋନା, ୨୪୭ରେ ପହଞ୍ଚିଲା ମୃତ୍ୟୁ ସଂଖ୍ଯା

ଭୁବନେଶ୍ବର(କେନ୍ଯୁଜ୍): ଆଜି ରାଜ୍ଯରେ ପୁଣି କରୋନା ନେଲା ଆଉ ୧୨ ଜଣଙ୍କ ମୁଣ୍ଡ। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତ୍ୟୁସଂଖ୍ୟା ୨୪୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏମାନଙ୍କ ଭିତରୁ ଗଞ୍ଜାମରୁ ୩ ଜଣଙ୍କର ମୃତ୍ଯୁ…