Browsing Tag

corona death toll

ଦେଶରେ କରୋନାର ଲମ୍ବା ଡିଆଁ: ପୁଣି ଦିନକରେ ୧୩ହଜାର ୩୧୩ କରୋନା ସଂକ୍ରମିତ ଚିହ୍ନଟ, ୩୮ ମୃତ

ନୂଆଦିଳ୍ଲୀ: ଦେଶରେ କରୋନାର ଲମ୍ବା ଡିଆଁ। ପୁଣି ୧୩ ହଜାର ଉପରେ ଦୈନିକ ସଂକ୍ରମଣ। ୨୪ ଘଣ୍ଟାରେ ୧୩ହଜାର ୩୧୩ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଜୁନ୍‌ ୧୮ ତାରିଖରେ ୧୩ ହଜାର ୨୧୬ କରୋନା ସଂକ୍ରମିତ ହୋଇଥିଲେ। ୪ଦିନର ବ୍ୟବଧାନ ପରେ ପୁଣି ୧୩ହଜାର ଟପିଛି ସଂକ୍ରମଣ। ଦିନକରେ ୩୮ ଜଣଙ୍କ…

ତିନି ମାସ ପରେ ଆର ଭାଲ୍ୟୁ ୧ ଟପିଲା: ୨ହଜାର ଟପିଲା ଦେଶରେ ଦୈନିକ ସଂକ୍ରମଣ

ନୂଆଦିଲ୍ଲୀ: ତିନି ମାସ ପରେ ଆର ଭାଲ୍ୟୁ ୧ ଟପିଲା। ଦେଶରେ ଦୈନିକ କରୋନା ସଂକ୍ରମଣ ୨ହଜାର ଟପିଛି। ଗତ ୨୪ଘଣ୍ଟାରେ ୨୦୬୭ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୪୦ଜଣଙ୍କ ମୃତ୍ୟୁ ହୋଇଛି। ନୂଆ ସଂକ୍ରମିତଙ୍କୁ ମିଶାଇ ଦେଶରେ ଚିକିତ୍ସାଧୀନ ଆକ୍ରାନ୍ତଙ୍କ ସଂଖ୍ୟା ୧୨ହଜାର ୩୪୦କୁ ବୃଦ୍ଧି…

ରାଜ୍ୟରେ ୧୭ ଶହ ୧୨ କରୋନା ପଜିଟିଭ୍‌ ଚିହ୍ନଟ, ୨୨ମୃତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ୧୭ ଶହ ୧୨ କରୋନା ପଜିଟିଭ୍‌ ଚିହ୍ନଟ । ଆଜି ଆଉ ୨୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଆଜି ମୋଟ ପଜିଟିଭ୍‌ ରେଟ୍‌ ରହିଛି ୨.୫୯ ପ୍ରତିଶତ । ଖୋର୍ଦ୍ଧାରୁ ସର୍ବାଧିକ ୨୫୭ କେସ୍‌ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡରୁ ୧୪୭, କୋରାପୁଟରୁ ୧୧୮, କଟକରୁ ୧୦୪…

ରାଜ୍ୟରେ ଗତ ୨୪ ଘଣ୍ଟାରେ ୨ ହଜାର ୬୯୭ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ ୫୧୩ ସଂକ୍ରମିତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ୩ ହଜାର ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ। ଗତ ୨୪ ଘଣ୍ଟାରେ ୨ ହଜାର ୬୯୭ ଆକ୍ରାନ୍ତ ଚିହ୍ନଟ । ଆଜି ମୋଟ ପଜିଟିିିଭ୍‌ ରେଟ୍‌ ରହିଛି ୪.୪୩ ପ୍ରତିଶତ । ଖୋର୍ଦ୍ଧାରୁ ସର୍ବାଧିକ ୫୧୩ ସଂକ୍ରମିତ ହୋଇଛନ୍ତି । ସୁନ୍ଦରଗଡରୁ ୨୯୧,କଟକରୁ ୧୩୮ଳ ମୟୂରଭଞ୍ଜରୁ…

ରାଜ୍ୟରେ ଗତ ୨୪ ଘଣ୍ଟାରେ ୩ ହଜାର ୪୫୦ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ ୭୧୪ ସଂକ୍ରମିତ

ଭୁବନେଶ୍ବର(କେନ୍ଯୁଜ୍):ରାଜ୍ୟରେ ଲଗାତର ୩ ଦିନ ଧରି ୪ ହଜାର ତଳେ ଦୈନିକ ସଂକ୍ରମଣ। ଗତ ୨୪ ଘଣ୍ଟାରେ ୩ ହଜାର ୪୫୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୭୧୪ ସଂକ୍ରମିତ ହୋଇଛନ୍ତି । ସୁନ୍ଦରଗଡରୁ ୨୮୭ ଓ କଟକରୁ ୨୦୨ ନୂଆ କେସ୍‌ ଆସିଛି । ଆକ୍ଟିଭ୍‌ କେସ୍‌ ରହିଛି ୩୭…

ଭାରତରେ ଉପରମୁହାଁ କରୋନା ମୃତ୍ୟୁ: ଗତ ୨୪ଘଣ୍ଟାରେ ଗଲା ୯୫୯ଜଣଙ୍କ ଜୀବନ

ନୂଆଦିଲ୍ଲୀ(କେନ୍ଯୁଜ୍): ଭାରତରେ ଉପରମୁହାଁ କରୋନା ମୃତ୍ୟୁ । ଗତ ୨୪ଘଣ୍ଟାରେ ୯୫୯ଜଣଙ୍କ ଜୀବନ ନେଇଛି କରୋନା ମହାମାରୀ। ଗତ କାଲି ୮୯୩ ଜଣଙ୍କ ଜୀବନ ନେଇଥିଲା କରୋନା। ଜାନୁଆରୀ ୨୯ରେ ଏହି ସଂଖ୍ୟା ଥିଲା ୮୭୧ । ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ , ମୃତ୍ୟୁ ସଂଖ୍ୟା ବଢିଚାଲିଛି । ଦେଶରେ…

ରାଜ୍ୟରେ ଗତ ୨୪ ଘଣ୍ଟାରେ ୫ହଜାର ୯୦୧ ଆକ୍ରାନ୍ତ ଚିହ୍ନଟ, ୮ମୃତ

ଭୁବନେଶ୍ବର(କେନ୍ଯୁଜ୍) : ରାଜ୍ୟରେ ୧୦ ପ୍ରତିଶତ ତଳକୁ ଖସିଲା ଦୈନିକ ସଂକ୍ରମଣ ହାର। ଗତ ୨୪ ଘଣ୍ଟାରେ ୫ହଜାର ୯୦୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂକ୍ରମଣ ହାର ରହିଛି ୯.୩୩ ପ୍ରତିଶତ । ଆଜି ଆଉ ୮ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ୨୪ ଘଣ୍ଟାରେ ୬୩ ହଜାର ୨୦୯ ନମୁନା ପରୀକ୍ଷା…

ରାଜ୍ୟରେ ଗତ ୨୪ ଘଣ୍ଟାରେ ୫ ହଜାର ୮୯୧ ପଜିଟିଭ୍‌ ଚିହ୍ନଟ, ୭ମୃତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ । ୨୪ ଘଣ୍ଟାରେ ୫ ହଜାର ୮୯୧ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ସଂକ୍ରମଣ ହାର ରହିଛି ୯.୮୫ ପ୍ରତିଶତ । ଆଜି ଆଉ ୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ୨୪ ଘଣ୍ଟାରେ ୫୯ ହଜାର ୮୦୭ ନମୁନା ପରୀକ୍ଷା ହୋଇଛି । ଖୋର୍ଦ୍ଧାରୁ…

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୦ ହଜାର ୪୮୯ ପଜିଟିଭ୍‌ ଚିହ୍ନଟ, ଗଲା ୩ଜଣଙ୍କ ଜୀବନ

ଭୁବନେଶ୍ବର(କେନ୍ଯୁଜ୍):ରାଜ୍ୟରେ ୧୦ ହଜାର ଉପରେ କରୋନା ସଂକ୍ରମଣ । ୨୪ ଘଣ୍ଟାରେ ୧୦ ହଜାର ୪୮୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି ସଂକ୍ରମଣ ହାର ରହିଛି ୧୪.୯୫ ପ୍ରତିିଶତ । କେବଳ ଖୋର୍ଦ୍ଧାରୁ ୨ ହଜାର ୯୩୪ ନୂଆ କେସ୍‌ ଆସିଛି । ଯାହା ମୋଟ ଆକ୍ରାନ୍ତଙ୍କର ୨୭.୯୭ ପ୍ରତିଶତ ।…

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୪୧ ଜଣ କରୋନା ପଜିଟିଭ୍ ଚିହ୍ନଟ, ଗଲା ୨ଜୀବନ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ  ୧୪୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୮୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୫୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୧୯ ଜଣ ଶିଶୁ ଓ…

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୭୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୨ ମୃତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୭୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଉ ୨ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଖୋର୍ଦ୍ଧାରୁ ୮୫ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାହା ମୋଟ ଆକ୍ରାନ୍ତଙ୍କ ୪୭.୭୫ ପ୍ରତିଶତ । ଆଜି ମୋଟ ପଜିଟିଭ୍‌ ରେଟ୍‌ ରହିଛି ୦.୩୨…

ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୩୫ କରୋନା ପଜିଟିଭ ଚିହ୍ନଟ, ଖୋର୍ଦ୍ଧାରୁ ୧୪୧ ନୂଆ କେସ୍‌

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୩୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତିି । କେବଳ ଖୋର୍ଦ୍ଧାରୁ ୧୪୧ ନୂଆ କେସ୍‌ ରହିଛି । ଯାହା ମୋଟ ଆକ୍ରାନ୍ତଙ୍କ ୪୨.୦୮ ପ୍ରତିଶତ । ଆଜି ମୋଟ ପଜିଟିଭିଟି ରେଟ୍‌ ରହିଛି ୦.୫୩ ପ୍ରତିଶତ । ସଂକ୍ରମିତଙ୍କ ମଧ୍ୟରୁ ୦ରୁ ୧୮ ବର୍ଷ ବୟସ୍କଙ୍କ…