ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୪୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୬ମୃତ
ଭୁବନେଶ୍ବର(କେନ୍ଯୁଜ୍) : ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୪୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବିଗତ ଏକ ସପ୍ତାହ ଧରି ରାଜ୍ୟରେ ଦୈନିକ ସଂକ୍ରମଣ ୫୦୦ ଉପରକୁ ରହୁଥିବାବେଳେ ଆଜି ତାହା ୫୦୦ ତଳକୁ ଖସିଆସିଛି ।
ଏହି ୪୪୮ ଜଣ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୫୯ ଜଣଙ୍କ ବୟସ ୧୮ ବର୍ଷରୁ…