ଆଜି ରାଜ୍ୟରୁ ୨୨ ଜଣଙ୍କ ଜୀବନ ନେଲା ମହାମାରୀ କରୋନା
ଭୁବନେଶ୍ୱର (କେନ୍ୟୁଜ) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୩୨୧ ଜଣ କୋଭିଡ଼ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୩୫୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…