Browsing Tag

corona deaths

ପ୍ରତି ଜିଲ୍ଲାରେ କରୋନା ମୃତ୍ୟୁର କଣ ରହିଛି ସ୍ଥିତି? ସବିଶେଷ ତଥ୍ୟ ଦାଖଲ ପାଇଁ ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ…

ଭୁବନେଶ୍ବର(କେନ୍ଯୁଜ୍): କରୋନା ମୃତ୍ୟୁ ଘଟଣାରେ ହାଇକୋର୍ଟଙ୍କ ଜବାବ ତଲବ। ପ୍ରତି ଜିଲ୍ଲାରେ କରୋନା ମୃତ୍ୟୁର କଣ ସ୍ଥିତି ରହିଛି ସେନେଇ ସବିଶେଷ ତଥ୍ୟ ଦାଖଲ ପାଇଁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। କରୋନାରେ ପ୍ରାଣ ହରାଉଥିବା ଲୋକଙ୍କ ପ୍ରକୃତ ସଂଖ୍ୟା ପ୍ରକାଶ…

ଗଞ୍ଜାମରେ କରୋନା ଗଡ଼ାଇ ଚାଲିଛି ମୁଣ୍ଡ, ଆଉ ତିନି ଜଣଙ୍କର ମୃତ୍ୟୁ; ରାଜ୍ୟରେ ମୃତକଙ୍କ ସଂଖ୍ୟା ୯୧କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ଆଉ ୫ ଜୀବନ ନେଲା କରୋନା । ମୃତ୍ୟୁ ସଂଖ୍ୟା ୯୧କୁ ବୃଦ୍ଧି ପାଇଥିବା ଜଣାଯାଇଛି । ଏନେଇ ଟ୍ୱିଟ ଜରିଆରେ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ମୃତକଙ୍କ ମଧ୍ୟରୁ ଗଂଜାମ ଜିଲ୍ଲାରୁ ୩ ଜଣ ଥିବା ବେଳେ ଜଗତସିଂହପୁର ଓ ସୁନ୍ଦରଗଡରୁ ଜଣେ ଲେଖାଏଁ…