କରୋନା ମୃତକଙ୍କ ପିଲାଙ୍କୁ କିଟ୍ ବିଶ୍ୱ ବିଦ୍ୟାଳୟରେ ସମ୍ପୂର୍ଣ୍ଣ ନିଃଶୁଳ୍କ ଶିକ୍ଷା, ଆସନ୍ତା ଦୁଇଟି ଶିକ୍ଷାବର୍ଷ…
ଭୁବନେଶ୍ବର: କରୋନା ମୃତକଙ୍କ ପିଲାଙ୍କୁ କିଟ୍ ବିଶ୍ୱ ବିଦ୍ୟାଳୟରେ ସମ୍ପୂର୍ଣ୍ଣ ନିଃଶୁଳ୍କ ଶିକ୍ଷା । କରୋନା ମହାମାରୀ ଓଡ଼ିଶାର ଜନଜୀବନକୁ ବିପର୍ଯ୍ୟସ୍ତ କରି ଦେଇଥିବା ବେଳେ ଦୁଃଖରେ ଥିବା କରୋନା ମୃତକଙ୍କ ପରିବାରକୁ ସହାୟତାର ହାତ ବଢ଼ାଇଛି କିଟ୍ ବିଶ୍ୱ ବିଦ୍ୟାଳୟ । କିଟ୍ ଓ କିସ…