ଦେଶରେ ମାଡୁଛି କରୋନା, ଗତ ୨୪ ଘଣ୍ଟାରେ ୧୨ହଜାର ୧୯୩ ପଜିଟିଭି ଚିହ୍ନଟ
ନୂଆଦିଲ୍ଲୀ : ଦେଶରେ ମାଡୁଛି କରୋନା, ନେଉଛି ଜୀବନ । ଦୈନିକ ସଂକ୍ରମଣ ପୁଣି ଥରେ ଉପରମୁହାଁ ହୋଇଛି । ମୃତ୍ୟୁସଂଖ୍ୟାରେ ବି ଲାଗୁନି ବ୍ରେକ୍ । ପୁଣି ଥରେ ୧୨ ହଜାର ପାର କରିଛି ଦୈନିକ ସଂକ୍ରମଣ ।
ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୧୨ହଜାର ୧୯୩ ପଜିଟିଭି । ଆଉ ୪୨ ଜୀବନ…