ଦେଶରେ ପ୍ରଥମ ଜୀବନ ନେଲା ଓମିକ୍ରନ୍ ଭାରିଏଣ୍ଟ
ନୂଆଦିଲ୍ଲୀ: ସାରା ବିଶ୍ୱରେ ଭଳି ଧୀରେ ଧୀରେ ଭାରତରେ ବି ଓମିକ୍ରନ କାୟା ବିସ୍ତାର କରିବାରେ ଲାଗିଛି। ଏହାରି ଭିତରେ ଭାରତରେ ଓମିକ୍ରନରେ ପ୍ରଥମ ମୃତ୍ୟୁ ଘଟିଥିବା ନେଇ ସୂଚନା ମିଳିଛି। ମହାରାଷ୍ଟ୍ରର ପିମ୍ପରୀ ଚିଞ୍ଚୱାଡରେ ଜଣେ ୫୨ ବର୍ଷୀୟ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି। ହୃଦଘାତରେ ତାଙ୍କର…