Browsing Tag

corona positive case in odisha

ଓଡ଼ିଶାରେ ଗତ ୨୪ ଘଣ୍ଟାରେ ୫୯ ନୂଆ ପଜିଟିଭ ଚିହ୍ନଟ, କଟକ ଜିଲ୍ଲାରୁ ସର୍ବାଧିକ ୧୦ ଜଣ

ଭୁବନେଶ୍ୱର(କେନ୍ୟୁଜ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୪ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରେ ୧୦ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ-…

ଓଡ଼ିଶାରେ ଗତ ୨୪ ଘଣ୍ଟାରେ ୮୪ ନୂଆ ପଜିଟିଭ ଚିହ୍ନଟ, ସମ୍ବଲପୁରରୁ ସର୍ବାଧିକ ୧୫ ଜଣ

ଭୁବନେଶ୍ୱର(କେନ୍ୟୁଜ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩୫ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରେ ୧୨ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ-…

ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୦ ହଜାର ୫୨୧ ନୂଆ ଆକ୍ରାନ୍ତ ଚିହ୍ନଟ, ଗଲା ୧୭ଜଣଙ୍କ ଜୀବନ

ଭୁବନେଶ୍ବର: ରାଜ୍ୟରେ ୫ଲକ୍ଷ ପାର୍‌ କଲା ପଜିଟିଭ୍‌ ସଂଖ୍ୟା । ପୁଣି ୧୦ ହଜାର ପାର୍‌ କରିଛି ଦୈନିକ ସଂକ୍ରମଣ। ଗତ ୨୪ ଘଣ୍ଟାରେ ଆଉ ୧୦ ହଜାର ୫୨୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରେ ସର୍ବାଧିକ ୧୪୭୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ରେ ୧ହଜାର ୧୮୬, କଟକରେ…

ରାଜ୍ଯରେ ଆଜି କରୋନା ୬୪୪ ପଜିଟିଭ୍ ଚିହ୍ନଟ, ଗଲା ୧୭ଜଣଙ୍କ ଜୀବନ

ଭୁବନେଶ୍ୱର: ଆଜି ରାଜ୍ୟରେ ୬୪୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ। ଏମାନଙ୍କ ଭିତରୁ ୩୭୧ ଜଣ କ୍ୱାରେଣ୍ଟାଇନ୍‌ରେ ଥିବାବେଳେ, ବାକି ୨୭୩  ହେଉଛି ଲୋକାଲ୍ କେସ୍‌। ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ପଜିଟିଭ୍‌ ସଂଖ୍ୟା ୩ ଲକ୍ଷ ୧୦…

ଦେଶରେ ୭୨ଲକ୍ଷ ଟପିଲା କରୋନା ସଂକ୍ରମିତଙ୍କ ସଂଖ୍ଯା: ୨୪ ଘଣ୍ଟାରେ ୬୩,୫୦୯ ପଜିଟିଭ୍ ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ ୭୨ଲକ୍ଷ ଟପିଲା କରୋନା ସଂକ୍ରମଣ। ଗତ ୨୪ ଘଣ୍ଟାରେ ୬୩ହଜାର ୫୦୯ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୭୩୦ ଜଣଙ୍କ ଜୀବନ ନେଇଛି ମାରାତ୍ମକ ଭାଇରସ୍‌।india ନୂଆ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୨ ଲକ୍ଷ ୩୯ ହଜାର ୩୯୦ରେ ପହଞ୍ଚିଛି ।…

ଆଜି ରାଜ୍ଯରେ ୩୦ଟି ଜିଲ୍ଲାରୁ ୨୯୯୩ କରୋନା ପଜିଟିଭ୍ ଚିହ୍ନଟ, ୪୦୦ ଟପିଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ବର: ଆଜି ରାଜ୍ଯରେ ୨୯୯୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସମୁଦାୟ ୩୦ଟି ଜିଲ୍ଲାରୁ ଏହି ସମସ୍ତ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ କ୍ବାରେଣ୍ଟାଇନରୁ ୧୮୭୯ ଏବଂ ଲୋକାଲ୍ କେସରୁ ୧୧୧୪ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ଯରେ ମୋଟ କରୋନା…

ଆଜି ରାଜ୍ଯରେ ୨୫୮୯ କରୋନା ପଜିଟିଭ୍ ଚିହ୍ନଟ, ଗଲା ୧୦ଜଣଙ୍କ ମୁଣ୍ଡ

ଭୁବନେଶ୍ବର: ଆଜି ରାଜ୍ଯରେ ୨୫୮୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସମୁଦାୟ ୨୯ଟି ଜିଲ୍ଲାରୁ ଏହି ସମସ୍ତ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ କ୍ବାରେଣ୍ଟାଇନରୁ ୧୫୭୪ ଏବଂ ଲୋକାଲ୍ କେସରୁ ୧୦୧୫ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ଯରେ ମୋଟ କରୋନା…

ବାଲେଶ୍ୱର ଜିଲ୍ଲାର ଜଣେ ବିଧାୟକ କରୋନା ଆକ୍ରାନ୍ତ

ବାଲେଶ୍ୱର: ରାଜ୍ୟର ପ୍ରଥମ ଥର ପାଇଁ ଜଣେ ବିଧାୟକଙ୍କୁ କରୋନା। ବାଲେଶ୍ୱର ଜିଲ୍ଲାର ଜଣେ ବିଧାୟକ କରୋନା ଆକ୍ରାନ୍ତ ହୋଇଥିବା ନେଇ ସୂଚନା ମିଳିଛି। ରିପୋର୍ଟ ପଜିଟିଭ ଆସିଥିବା ପରେ ଏନେଇ ସଂପୃକ୍ତ ବିଧାୟକ ନିଜେ ସୂଚନା ଦେଇଥିବା ସହ ସିଡିଏମଓ ମଧ୍ଯ ଜଣାଇଛନ୍ତି। ସୂଚନା ଥାଉକି, ବାଲେଶ୍ୱରରେ…

ଭୁବନେଶ୍ବରରୁ ୧୯ ପଜିଟିଭ୍ ଚିହ୍ନଟ, ଏମାନଙ୍କ ଭିତରୁ ୧୫ଟି ରହିଛି ଲୋକାଲ କେସ୍

ଭୁବନେଶ୍ୱର: ଭୁବନେଶ୍ୱରରୁ ଆଉ ୧୯ ପଜିଟିଭ ଚିହ୍ନଟ। ଏମାନଙ୍କ ଭିତରୁ ୧୫ଟି ଲୋକାଲ କେସ ରହିଥିବାବେଳେ ହୋମ କ୍ୱାରେଣ୍ଟାଇନରୁ ୪ଜଣ ରହିଛନ୍ତି। ସରକାରୀ ଡାକ୍ତରଖାନାର ଜଣେ କର୍ମଚାରୀ ସଂକ୍ରମିତ ହୋଇଥିବା ବେଳେ, ୨ଟି ଘରୋଇ ଡାକ୍ତରଖାନାର ୮ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ହୋମ କ୍ୱାରେଣ୍ଟାଇନରେ…

ଭୁବନେଶ୍ୱରରୁ ପୁଣି ୩ କରୋନା ପଜିଟିଭ ଚିହ୍ନଟ, ଜାଗମରା ଅଞ୍ଚଳରୁ ଜଣେ ସଂକ୍ରମିତ ସୁସ୍ଥ

ଭୁବନେଶ୍ୱର: ଭୁବନେଶ୍ୱରରୁ ପୁଣି ୩ କରୋନା ପଜିଟିଭ ଚିହ୍ନଟ। ବିମାନବନ୍ଦର ନିକଟ ଭୀମପୁରରୁ ଜଣେ ୨୭ ବର୍ଷୀୟ ଯୁବକ କରୋନା ପଜିଟିଭ ଚିହ୍ନଟ ହୋଇଥିବା ଜଣାପଡିଛି। ସେ ନିକଟରେ ଦିଲ୍ଲୀରୁ ଫେରିଥିବା ଜଣାପଡ଼ିଛି। ଡୁମୁଡୁମା ହାଉସିଂବୋର୍ଡ କଲୋନୀର ଜଣେ ୪୭ବର୍ଷୀୟ ମଧ୍ୟ କରୋନା ଆକ୍ରାନ୍ତ ହୋଇଥିବା…

କୋରାପୁଟରେ ତିନି କରୋନା ପଜିଟିଭ୍ ଚିହ୍ନଟ, ସଂକ୍ରମିତଙ୍କ ଭିତରେ ନର୍ଲା CHCର ୨ ଜଣ ମହିଳା ଡାକ୍ତର ସାମିଲ୍

କୋରାପୁଟ: କୋରାପୁଟରେ ତିନି କରୋନା ପଜିଟିଭ୍ ଚିହ୍ନଟ। ଭବାନୀପାଟଣା ନର୍ଲା CHCର ୨ ଜଣ ମହିଳା ଡାକ୍ତରଙ୍କୁ କରୋନା। ଜଣେ କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ସେମାନେ ସଂକ୍ରମିତ ହୋଇଥିବା ନେଇ ସୂଚନା ମିଳିଛି । ତେବେ ସଂକ୍ରମିତ ବ୍ୟକ୍ତି ୭ ଦିନ TMC ଓ ପରେ ହୋମ୍ କ୍ୱାରେଣ୍ଟାଇନ୍‌ରେ…

ରାଜ୍ଯରେ ପୁଣି ୯୬ ପଜିଟିଭ୍ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ଯା ୧୮୧୯କୁ ବୃଦ୍ଧି

ଭୁବନେଶ୍ବର: ରାଜ୍ୟରେ ଆଉ ୯୬ କରୋନା ପଜିଟିଭ୍ ଚିହ୍ନଟ। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୧୯ ରେ ପହଁଚିଲା । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ୯୬ କରୋନା ପଜିଟିଭଙ୍କ ଭିତରୁ ଗଞ୍ଜାମରୁ ୬, ଯାଜପୁରରୁ ୬,ବାଲେଶ୍ବରରୁ…