ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୭୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୩ ଆକ୍ରାନ୍ତଙ୍କ ମୃତ୍ୟୁ
ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୭୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ । ଆଉ ୩ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଖୋର୍ଦ୍ଧାରୁ ୮୬ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାହା ମୋଟ ଆକ୍ରାନ୍ତଙ୍କ ୪୯.୭୧ ପ୍ରତିଶତ । ଆଜି ମୋଟ ପଜିଟିଭ୍ ରେଟ ରହିଛି ୦.୩୦ ପ୍ରତିଶତ ।…