Browsing Tag

corona positive cases

କମିଛି ସଂକ୍ରମଣ : ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୦୪ ପଜିଟିଭ ଚିହ୍ନଟ

ଭୁବନେଶ୍ୱର (କେନ୍ୟୁଜ): ଓଡ଼ିଶାରେ ବି ବଢୁଛି କରୋନା ସଂକ୍ରମଣ । କିନ୍ତୁ ସ୍ଥିତି ନିୟନ୍ତ୍ରଣରେ ରହିଛି । ଗତକାଲି ଅପେକ୍ଷା ସଂକ୍ରମଣ କମିଛି । ଗତ ୨୪ ଘଣ୍ଟାରେ ରାଜ୍ୟରୁ ବାହାରିଛନ୍ତି ୨୦୪ ଆକ୍ରାନ୍ତ । ଗତକାଲି ଏହି ସଂଖ୍ୟା ଥିଲା ୨୫୮ । ଗତ ୨୪ ଘଣ୍ଟାରେ ରାଜ୍ୟରେ ମୋଟ୍‌ ୫ହଜାର ୮୨୪ ଟେଷ୍ଟ…

ସଂକ୍ରମଣ ବଢିବା ନେଇ ସତର୍କ କରାଇଲେ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ, କହିଲେ ଫାଇଟ୍ କରିବାକୁ ଆମେ ପ୍ରସ୍ତୁତ

ଭୁବନେଶ୍ୱର (କେନ୍ୟୁଜ): ଦେଶର କିଛି ସ୍ଥାନରେ ବଢିଲାଣି ସଂକ୍ରମଣ । ତେଣୁ ରାଜ୍ୟରେ ସଂକ୍ରମଣ ବଢିବାର ସମ୍ଭାବନା ରହିଛି। କୋଭିଡ ମୁକାବିଲା ପାଇଁ ପୁରା ପ୍ରସ୍ତୁତ ରହିବାକୁ ପଡିବ । ଯାହା ପରାମର୍ଶ ଦିଆଯାଇଛି ତାହା ମାନି ଚଳିବାକୁ ପଡିବ । ସରକାରଙ୍କ ପକ୍ଷରୁ ସର୍ଭେଲାନ୍ସ ଜାରି ଥିବାବେଳେ…

ରାଜ୍ୟରେ ବଢୁଛି କରୋନା ସଂକ୍ରମଣ, ଗତ ୨୪ ଘଣ୍ଟା ମଧ୍ୟରେ ୧୦୧୧ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟରେ ସାମାନ୍ୟ କମିଛି କରୋନା ସଂକ୍ରମଣ। ଗତକାଲି ଅପେକ୍ଷା ଆଜି ୧୧୯ ଜଣ କମ୍‌ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୦୧୧। ଗତକାଲି ଏହି ସଂଖ୍ୟା ଥିଲା ୧୧୩୦। କ୍ୱାରେଣ୍ଟିନରୁ ୫୯୧ ଓ ଲୋକାଲ୍‌ କଣ୍ଟାକ୍ଟ କେସ୍‌ ରହିଛି ୪୨୦ । ୧୮ ବର୍ଷ…

ରାଜ୍ୟରେ ୨୪ ଘଣ୍ଟାରେ ୮୧୬ ନୂଆ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ ୨୧୮ ନୂଆ କେସ୍‌

ଭୁବନେଶ୍ୱର(କେନ୍ୟୁଜ୍): ରାଜ୍ୟରେ ଖସୁଛି କୋରନା ଗ୍ରାଫ୍‌। ଓଡ଼ିଶାରେ ଲାଗାତର ଦୁଇ ଦିନ ଧରି ୧ ହଜାର ତଳେ କରୋନା ସଂକ୍ରମଣ । ୨୪ ଘଣ୍ଟାରେ ରାଜ୍ୟରେ ୮୧୬ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଗତକାଲି ଏହି ସଂଖ୍ୟା ଥିଲା ୮୭୨ । ଖୋର୍ଦ୍ଧାରୁ ସର୍ବାଧିକ ୨୧୮ ନୂଆ କେସ୍‌ ଚିହ୍ନଟ ହୋଇଛନ୍ତି ।…

ରାଜ୍ୟରେ ୫୦୦ ଟପିଲା ଦୈନିକ ସଂକ୍ରମଣ: ଗତ ୨୪ ଘଣ୍ଟାରେ ୫୧୨ କରୋନା ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ…

ଭୁବନେଶ୍ୱର(କେନ୍ୟୁଜ୍):  ରାଜ୍ୟରେ ୫୦୦ ଟପିଲା ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ୫୧୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୫୯ ଜଣ ରହିଛନ୍ତି। ଏମାନଙ୍କ ଭିତରୁ ୩୦୦ଜଣ କ୍ୱାରେଣ୍ଟାଇନ୍‌ରେ ଥିବାବେଳେ, ବାକି ୨୧୨ ଲୋକାଲ୍ କେସ୍। ଏନେଇ ସୂଚନା ଓ…

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୦୪ ଜଣ କରୋନା ପଜିଟିଭ ଚିହ୍ନଟ, ୧୮ ବର୍ଷରୁ କମ୍ ବର୍ଗରୁ ୧୮ ଆକ୍ରାନ୍ତ

ଭୁବନେଶ୍ବର(କେନ୍ୟୁଜ୍): ଆଜି ରାଜ୍ୟରେ ୨୦୦ ଟପିଛି ସଂକ୍ରମିତଙ୍କ ସଂଖ୍ୟା।  ଗତ ୨୪ ଘଣ୍ଟା ମଧ୍ୟରେ ୨୦୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୧୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୯୫ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ…

ଦେଶରେ କରୋନାର ଲମ୍ବା ଡିଆଁ: ପୁଣି ଦିନକରେ ୧୩ହଜାର ୩୧୩ କରୋନା ସଂକ୍ରମିତ ଚିହ୍ନଟ, ୩୮ ମୃତ

ନୂଆଦିଳ୍ଲୀ: ଦେଶରେ କରୋନାର ଲମ୍ବା ଡିଆଁ। ପୁଣି ୧୩ ହଜାର ଉପରେ ଦୈନିକ ସଂକ୍ରମଣ। ୨୪ ଘଣ୍ଟାରେ ୧୩ହଜାର ୩୧୩ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଜୁନ୍‌ ୧୮ ତାରିଖରେ ୧୩ ହଜାର ୨୧୬ କରୋନା ସଂକ୍ରମିତ ହୋଇଥିଲେ। ୪ଦିନର ବ୍ୟବଧାନ ପରେ ପୁଣି ୧୩ହଜାର ଟପିଛି ସଂକ୍ରମଣ। ଦିନକରେ ୩୮ ଜଣଙ୍କ…

ତିନି ମାସ ପରେ ଆର ଭାଲ୍ୟୁ ୧ ଟପିଲା: ୨ହଜାର ଟପିଲା ଦେଶରେ ଦୈନିକ ସଂକ୍ରମଣ

ନୂଆଦିଲ୍ଲୀ: ତିନି ମାସ ପରେ ଆର ଭାଲ୍ୟୁ ୧ ଟପିଲା। ଦେଶରେ ଦୈନିକ କରୋନା ସଂକ୍ରମଣ ୨ହଜାର ଟପିଛି। ଗତ ୨୪ଘଣ୍ଟାରେ ୨୦୬୭ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୪୦ଜଣଙ୍କ ମୃତ୍ୟୁ ହୋଇଛି। ନୂଆ ସଂକ୍ରମିତଙ୍କୁ ମିଶାଇ ଦେଶରେ ଚିକିତ୍ସାଧୀନ ଆକ୍ରାନ୍ତଙ୍କ ସଂଖ୍ୟା ୧୨ହଜାର ୩୪୦କୁ ବୃଦ୍ଧି…

ରାଜ୍ୟରେ ୧୭ ଶହ ୧୨ କରୋନା ପଜିଟିଭ୍‌ ଚିହ୍ନଟ, ୨୨ମୃତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ୧୭ ଶହ ୧୨ କରୋନା ପଜିଟିଭ୍‌ ଚିହ୍ନଟ । ଆଜି ଆଉ ୨୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଆଜି ମୋଟ ପଜିଟିଭ୍‌ ରେଟ୍‌ ରହିଛି ୨.୫୯ ପ୍ରତିଶତ । ଖୋର୍ଦ୍ଧାରୁ ସର୍ବାଧିକ ୨୫୭ କେସ୍‌ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡରୁ ୧୪୭, କୋରାପୁଟରୁ ୧୧୮, କଟକରୁ ୧୦୪…

ପୁଣି ରାଜ୍ୟରେ ୨୧ କରୋନା ସଂକ୍ରମିତଙ୍କ ଗଲା ଜୀବନ, ମୃତ୍ୟୁସଂଖ୍ୟା ୮୭୭୫କୁ ବୃଦ୍ଧି

ଭୁବନେଶ୍ୱର: ପୁଣି ରାଜ୍ୟରେ ୨୧ କରୋନା ସଂକ୍ରମିତଙ୍କ ଗଲା ଜୀବନ। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୮୭୭୫କୁ ବୃଦ୍ଧି ପାଇଛି। Details of cases confirmed as death due to Covid-19, after due…

ରାଜ୍ୟରେ ଗତ ୨୪ ଘଣ୍ଟାରେ ୫ହଜାର ୯୦୧ ଆକ୍ରାନ୍ତ ଚିହ୍ନଟ, ୮ମୃତ

ଭୁବନେଶ୍ବର(କେନ୍ଯୁଜ୍) : ରାଜ୍ୟରେ ୧୦ ପ୍ରତିଶତ ତଳକୁ ଖସିଲା ଦୈନିକ ସଂକ୍ରମଣ ହାର। ଗତ ୨୪ ଘଣ୍ଟାରେ ୫ହଜାର ୯୦୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂକ୍ରମଣ ହାର ରହିଛି ୯.୩୩ ପ୍ରତିଶତ । ଆଜି ଆଉ ୮ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ୨୪ ଘଣ୍ଟାରେ ୬୩ ହଜାର ୨୦୯ ନମୁନା ପରୀକ୍ଷା…

ରାଜ୍ୟରେ ଗତ ୨୪ ଘଣ୍ଟାରେ ୫ ହଜାର ୮୯୧ ପଜିଟିଭ୍‌ ଚିହ୍ନଟ, ୭ମୃତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ । ୨୪ ଘଣ୍ଟାରେ ୫ ହଜାର ୮୯୧ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ସଂକ୍ରମଣ ହାର ରହିଛି ୯.୮୫ ପ୍ରତିଶତ । ଆଜି ଆଉ ୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ୨୪ ଘଣ୍ଟାରେ ୫୯ ହଜାର ୮୦୭ ନମୁନା ପରୀକ୍ଷା ହୋଇଛି । ଖୋର୍ଦ୍ଧାରୁ…