ଆଜି ରାଜ୍ଯରେ ୩୫୪୩ କରୋନା ପଜିଟିଭ୍ ଚିହ୍ନଟ, ଗଲା ୭ଜଣଙ୍କ ଜୀବନ
ଭୁବନେଶ୍ବର: ଆଜି ରାଜ୍ଯରେ ୩୫୪୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସମୁଦାୟ ୩୦ଟି ଜିଲ୍ଲାରୁ ଏହି ସମସ୍ତ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ କ୍ବାରେଣ୍ଟାଇନରୁ ୨୧୬୧ ଏବଂ ଲୋକାଲ୍ କେସରୁ ୧୩୮୨ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ଯରେ ମୋଟ କରୋନା…