Browsing Tag

corona positive in odisha

ରାଜ୍ଯରେ ଆଜି ୧୩୩୭ ପଜିଟିଭ୍ ଚିହ୍ନଟ, ମୋଟ ସଂକ୍ରମିତଙ୍କ ସଂଖ୍ଯା ୩୯,୦୧୮କୁ ବୃଦ୍ଧି

ଭୁବନେଶ୍ବର: ରାଜ୍ଯରେ ଆଜି ୧୩୩୭ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୮୧୫ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ଏବଂ ଲୋକାଲ କେସ୍ ରୁ ୫୨୨ ଜଣ ଚିହ୍ନଟ ହୋଇଥିବାନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସମୁଦାୟ ୨୮ଟି ଜିଲ୍ଲାରୁ ଏହି ସମସ୍ତ ନୂଆ ସଂକ୍ରମିତ…

ଆଜି ପୁଣି ୬୧୬ କରୋନା ଆକ୍ରାନ୍ତ ଚିହ୍ନଟ, କ୍ୱାରେଣ୍ଟାଇନ୍‌ରୁ ୪୧୫ ଓ ଲୋକାଲରୁ ୨୦୧ କେସ୍

କେନ୍ୟୁଜ୍(ବ୍ୟୁରୋ): ଆଜି ରାଜ୍ୟରେ ଆଉ ନୂଆ ୬୧୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନ୍‌ରୁ ୪୧୫ ଓ ୨୦୧ ଲୋକାଲ କଣ୍ଟାକ୍ଟ କେସ୍‌ ରହିଛି । ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ହଜାର ୭୩୭କୁ ବୃଦ୍ଧି । ଆକ୍ରାନ୍ତଙ୍କ ମଧ୍ୟରେ ଅଛନ୍ତି ଅନୁଗୁଳର ୭, ବାଲେଶ୍ବରର ୨୭,…

ଭୁବନେଶ୍ୱରରେ ଆଉ ୧୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଭୁବନେଶ୍ୱରରେ ଆଉ ୧୨ କରୋନା ଆକ୍ରାନ୍ତ ଚିହ୍ନଟ । ଏହି ପଜିଟିଭଙ୍କ ଭିତରୁ ହୋମ୍ କ୍ୱାରେଣ୍ଟାଇନରୁ ୪ ଓ ଲୋକାଲ କେସ ୮ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏହାକୁ ମିଶାଇ ଭୁବନେଶ୍ବରରେ ସମୁଦାୟ ୩୩୨ କରୋନା ପଜିଟିଭ୍ ଚିହ୍ନଟ…

ରାଜ୍ଯରେ ପୁଣି ୨୫୧ କରୋନା ଆକ୍ରାନ୍ତ ଚିହ୍ନଟ, ଗଞ୍ଜାମରେ ଜଣଙ୍କର ମୃତ୍ୟୁ

ଭୁବନେଶ୍ବର: ରାଜ୍ୟରେ ଆଉ ୨୫୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ । ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୩୧୬ ରେ ପହଞ୍ଚିଲା । ଏମାନଙ୍କ ଭିତରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୨୦୮ ଓ ସ୍ଥାନୀୟ ଅଞ୍ଚଳରୁ ୪୩ ପଜିଟିଭ ଚିହ୍ନଟ ହୋଇଛନ୍ତି । ମୋଟ୍ ୧୯ଟି ଜିଲ୍ଲାରୁ ୨୫୧ ପଜିଟିଭ ଚିହ୍ନଟ…

ପୁରୀରୁ ୧୨ ଜଣ ପଜିଟିଭ ଚିହ୍ନଟ, ଚାଲିଛି କଣ୍ଟାକଟ ଟ୍ରେସିଙ୍ଗ

ପୁରୀ: ଗତ ସପ୍ତାହେ ଧରି ପୁରୀରେ ଚାଲିଛି କୋଭିଡ ଟେଷ୍ଟ। ଏହା ଭିତରେ ପୁରୀରେ ୧୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ।ସମୁଦାୟ ୫୫୬୯ ଜଣଙ୍କ ମଧ୍ୟରୁ ୧୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ତେବେ ଏହି ସମସ୍ତଙ୍କୁ ସଂକ୍ରମିତଙ୍କୁ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ବର୍ତ୍ତମାନ…

ରାଜ୍ଯରେ ଆଉ ୧୪ କରୋନା ପଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୯୧କୁ ବୃଦ୍ଧି

ଭୁବନେଶ୍ବର: ରାଜ୍ଯରେ ଆଉ ୧୪ କରୋନା ପଜିଟିଭ୍ ଚିହ୍ନଟ। ରାଜ୍ଯରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୯୧କୁ ବୃଦ୍ଧି । ତେବେ ଏହି ଆକ୍ରାନ୍ତଙ୍କ ଭିତରୁ ୧୨ଜଣ ଗଞ୍ଜାମ ଜିଲ୍ଲାର ହୋଇଥିବାବେଳେ, କେନ୍ଦ୍ରାପଡା ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତେବେ ଗଞ୍ଜାମରେ ମୋଟ…

ଗଞ୍ଜାମରେ ଚିନ୍ତା ବଢାଉଛନ୍ତି ସୁରତ ପେରନ୍ତା: ଆଜି ଆଉ ଜଣେ ପଜିଟିଭ୍‌ ଚିହ୍ନଟ, ରାଜ୍ୟରେ ସଂକ୍ରମିତ‌ଙ୍କ ସଂଖ୍ୟା…

ଗଞ୍ଜାମ: ଗଞ୍ଜାମରେ ଚିନ୍ତା ବଢାଉଛନ୍ତି ସୁରତ ପେରନ୍ତା। ଆଜି ଆଉ ଜଣେ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୪ରେ ପହଞ୍ଚିଛି। ଏହାକୁ ମିଶାଇ ରାଜ୍ୟରେ ପଜିଟିଭ୍‌ଙ୍କ ସଂଖ୍ୟା ୧୭୭ରେ ପହଞ୍ଚିଛି। ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ୱେ‌ସାଇଟ୍‌ରୁ ସୂଚନା ମିଳିଛି। ବର୍ତ୍ତମାନ…

ରାଜ୍ୟରେ ଦ୍ୱିତୀୟ କରୋନା ପଜିଟିଭ୍‌ ଚିହ୍ନଟ ପରେ ତନାଘନା ଜୋରଦାର

ଭୁବନେଶ୍ୱର (କେ ନ୍ୟୁଜ୍‌) : ଓଡ଼ିଶାରେ ଦ୍ୱିତୀୟ କରୋନା ଆକ୍ରାନ୍ତ ଚିହ୍ନଟ। ଗତକାଲି ୧୪ଟି ନମୁନାର ପରୀକ୍ଷା କରାଯାଇଥିବା ବେଳେ ସେଥିରୁ ଜଣଙ୍କର ପଜିଟିଭ୍‌ ଆସିଥିଲା। ସେହି ବ୍ୟକ୍ତି ଜଣକ କୋଭିଡ୍‌-୧୯ ପ୍ରଭାବିତ ଦେଶ ଗସ୍ତ କରିଥିବା ସୂଚନା ମିଳିଛି। ରାଜ୍ୟ ସର୍ଭିଲାନ୍‌ସ ୟୁନିଟ୍‌…