Browsing Tag

corona positive updates

ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୪୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୬ମୃତ

ଭୁବନେଶ୍ବର(କେନ୍ଯୁଜ୍) : ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୪୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବିଗତ ଏକ ସପ୍ତାହ ଧରି ରାଜ୍ୟରେ ଦୈନିକ ସଂକ୍ରମଣ ୫୦୦ ଉପରକୁ ରହୁଥିବାବେଳେ ଆଜି ତାହା ୫୦୦ ତଳକୁ ଖସିଆସିଛି । ଏହି ୪୪୮ ଜଣ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୫୯ ଜଣଙ୍କ ବୟସ ୧୮ ବର୍ଷରୁ…

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧ ହଜାର ୪୧ ଜଣ ସଂକ୍ରମିତ ଚିହ୍ନଟ, ୬୮ମୃତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ପୁଣି ହଜାରେ ଟପିଲା ସଂକ୍ରମଣ । ଗତ ୨୪ ଘଣ୍ଟାରେ ୧ ହଜାର ୪୧ ଜଣ ସଂକ୍ରମିତ ହୋଇଛନ୍ତି । ୦ରୁ ୧୮ ବର୍ଷ ବର୍ଗରେ ୧୨୮ ଜଣ ସଂକ୍ରମିତ ହୋଇଛନ୍ତି । ଯାହା ମୋଟ ଆକ୍ରାନ୍ତର ୧୨.୨୯ ପ୍ରତିଶତ । ଗତକାଲି ଏହି ସଂଖ୍ୟା ଥିଲା ୧୩୮ । ଗତ ୨୪ ଘଣ୍ଟାରେ ୬୬ ହଜାର…