Browsing Tag

corona positives

ଦେଶରେ ମାଡୁଛି କରୋନା, ଗତ ୨୪ ଘଣ୍ଟାରେ ୧୨ହଜାର ୧୯୩ ପଜିଟିଭି ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ ମାଡୁଛି କରୋନା, ନେଉଛି ଜୀବନ । ଦୈନିକ ସଂକ୍ରମଣ ପୁଣି ଥରେ ଉପରମୁହାଁ ହୋଇଛି । ମୃତ୍ୟୁସଂଖ୍ୟାରେ ବି ଲାଗୁନି ବ୍ରେକ୍‌ । ପୁଣି ଥରେ ୧୨ ହଜାର ପାର କରିଛି ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୧୨ହଜାର ୧୯୩ ପଜିଟିଭି । ଆଉ ୪୨ ଜୀବନ…

ପୁଣି ୧ ପ୍ରତିଶତ ଉପରେ ଦୈନିକ ସଂକ୍ରମଣ: ଗତ ୨୪ ଘଣ୍ଟାରେ ରାଜ୍ୟରେ ୭୩୪ କରୋନା ପଜିଟିଭ୍‌ ଚିହ୍ନଟ, ୪ ମୃତ

ଭୁବନେଶ୍ୱର (କେନ୍ୟୁଜ ):ରାଜ୍ୟରେ ପୁଣି ୧ ପ୍ରତିଶତ ଉପରେ ଦୈନିକ ସଂକ୍ରମଣ । ୨୪ ଘଣ୍ଟାରେ ଆଉ ୭୩୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଆଜି ପଜିଟିଭ୍‌ ହାର ରହିଛି ୧.୦୫ ପ୍ରତିଶତ । ୭୩୪ ସଂକ୍ରମିତଙ୍କ ଭିତରେ ୦ରୁ ୧୮ ବର୍ଷ ଭିତରେ ଅଛନ୍ତି ୧୦୧ ଜଣ । ଆଜି ଖୋର୍ଦ୍ଧାରୁ ୩୩୫ ନୂଆ…

ରାଜ୍ୟରୁ ଆଜି ୪୮୫୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ, ୪୭ ଜଣ ମୃତ

ଭୁବନେଶ୍ୱର(କେ ନ୍ୟୁଜ): ଆଜି ରାଜ୍ୟରେ ୪୮୫୨ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମଧ୍ୟରୁ କ୍ଵାରେଣ୍ଟୀନରୁ ୨୭୬୫ ଜଣ ଥିବା ବେଳେ ଲୋକାଲ କଣ୍ଟକଟରୁ ୨୦୮୭ ଜଣ ଥିବା ଜଣାଯାଇଛି । ଆଜିର ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ ପଜିଟିଭ ସଂଖ୍ୟା ୮ ଲକ୍ଷ ୪୭ ହଜାର ୩୨୩ କୁ ବୃଦ୍ଧି ପାଇଥିବା ବେଳେ…