Browsing Tag

corona records

ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୨ ହଜାର ୨୩୮ ନୂଆ ପଜିଟିଭ୍‌ ଚିହ୍ନଟ, ୧୯ ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣର ସର୍ବକାଳୀନ ରେକର୍ଡ । ଗତ ୨୪ ଘଣ୍ଟାରେ ୧୨ ହଜାର ୨୩୮ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ଆଉ ୧୯ ଆକ୍ରାନ୍ତଙ୍କ ମୃତ୍ୟୁ । ସୁନ୍ଦରଗଡ଼ରେ ରେକର୍ଡ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଦିନକରେ ୨ ହଜାର ୭୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।…