ଖୋର୍ଦ୍ଧାରୁ ୪୯ଜଣ ସୁସ୍ଥଙ୍କୁ ମିଶାଇ ରାଜ୍ୟରୁ ୩୩୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ
କେନ୍ୟୁଜ୍(ବ୍ୟୁରୋ): ଆଜି ରାଜ୍ୟରୁ ୩୩୮ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜିର ସୁସ୍ଥଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୪୯ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୩୬, ଭଦ୍ରକରୁ ୨୧, କଟକରୁ ୨୧, ବାଲେଶ୍ବରରୁ ୨୦, ଅନୁଗୁଳରୁ ୧୮, ମୟୁରଭଞ୍ଜରୁ ୧୮, ବରଗଡ଼ରୁ ୧୭,…