Browsing Tag

corona total cases

ରାଜ୍ୟରେ ଆଉ ୪୯୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଗଞ୍ଜାମରୁ ସର୍ବାଧିକ ୨୧୬ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଉ ୪୯୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ । ଏମାନଙ୍କ ଭିତରୁ କ୍ୱାରେଣ୍ଟାଇନରୁ ସେଣ୍ଟରରୁ ୩୫୫ ଓ ସ୍ଥାନୀୟ ଅଞ୍ଚଳରୁ ୧୪୦ଜଣ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୬୦୧ ରେ ପହଞ୍ଚିଲା । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ…