Below header
Browsing Tag

corona update in bhubaneswar

ଭୁବନେଶ୍ୱରରୁ ୬ ନୂଆ କରୋନା ପଜିଟିଭ ଚିହ୍ନଟ, ୧୯ ହେଲେ ସୁସ୍ଥ

ଭୁବନେଶ୍ୱର: ଆଜି ଭୁବନେଶ୍ୱର ମୁନିସିପାଲ ଅଂଚଳରୁ ଗତ ୨୪ ଘଣ୍ଟା ଭିତରେ ୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ଏହାକୁ ମିଶାଇ ରାଜଧାନୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୯୨ କୁ ବୃଦ୍ଧି ପାଇଛି । ଏମଧ୍ୟରୁ ୧୬୫ ଜଣ ସୁସ୍ଥ ହୋଇ ଫେରିଥିବା ବେଳେ ଏଯାବତ ୪ ଜଣଙ୍କ ମୃତ୍ୟୁ ହୋଇଛି ।  ଏବେ…

ଭୁବନେଶ୍ୱରରେ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ଆଉ ୨ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଆଜି ଦୁଇ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଭୁବନେଶ୍ୱରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୧ରେ ପହଞ୍ଚିଛି । ଏବାବଦରେ ବିଏମ୍ସି ତରଫରୁ ଟ୍ୱିଟର ଆକାଉଣ୍ଟ ଜରିଆରେ ସୂଚନା ଦିଆଯାଇଛି । ଆକ୍ରାନ୍ତ ଦୁଇ ଜଣ ପଟିଆ ଅଂଚଳର ବୋଲି ସୂଚନା ମିଳିଛି…