Browsing Tag

corona update in bhubaneswr

ଭୁବନେଶ୍ୱରରୁ ଚିହ୍ନଟ ହେଲେ ୭ ନୂଆ ଆକ୍ରାନ୍ତ, ରାଜଧାନୀରେ ୧୬୫ ଛୁଇଁଲା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ଆଜି ରାଜଧାନୀ ଭୁବନେଶ୍ୱରରେ ୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜଧାନୀରେ ସଂକ୍ରାମିତଙ୍କ ୧୬୫କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ ବା ବିଏମସି କର୍ତ୍ତୃପକ୍ଷ । ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୪…