ରାଜ୍ୟରେ ଗତ ୨୪ ଘଣ୍ଟାରେ ବାହାରିଲେ ୧୦ହଜାର ୩୨୧ ପଜିଟିଭ୍
ଭୁବନେଶ୍ୱର (କେନ୍ୟୁଜ) : ରାଜ୍ୟରେ ଆଜି ସାମାନ୍ୟ କମିଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ଆଉ ୧୦ହଜାର ୩୨୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ଏହି ସଂଖ୍ୟା ଥିଲା ୧୦ହଜାର ୭୫୭ । ଗୋଟିଏ ଦିନ ପରେ ଖୋର୍ଦ୍ଧାରେ ପୁଣି ବଢିଛି ଆକ୍ରାନ୍ତଙ୍କ ସଂଖ୍ୟା । ଗତକାଲି ୯୦୯ ଜଣ ପଜିଟିଭ୍…