Browsing Tag

corona warriors test positive

ସୁନ୍ଦରଗଡରେ ୩୭ଜଣ କରୋନା ଯୋଦ୍ଧା ପଜିଟିଭ୍ ଚିହ୍ନଟ, ସେଥିରୁ ୩୫ ପୋଲିସ୍ କର୍ମଚାରୀ

ସୁନ୍ଦରଗଡ: ଆଜି ସୁନ୍ଦରଗଡରୁ ୫୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୭ ଜଣ କରୋନା ଯୋଦ୍ଧା ଥିବା ଜଣାପଡିଛି । ୩୭ ଜଣଙ୍କ ମଧ୍ୟରୁ ୩୫ ଜଣ ପୋଲିସ୍ କର୍ମଚାରୀ, ଜଣେ ଡାକ୍ତର ଓ ଜଣେ ଷ୍ଟାଫ ନର୍ସ ଥିବା ସୂଚନା ମିଳିଛି । କରୋନା ଯୋଦ୍ଧାଙ୍କ ଭିତରୁ ୧୫ ଜଣ କୋଭିଡ…