Browsing Tag

coronavirus latest news

ରାଜ୍ଯରେ ଆଜି ୧୫୦୩ ପଜିଟିଭ୍ ଚିହ୍ନଟ : କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୧୦୦୨ ଓ ଲୋକାଲ କେସ୍ ରୁ ୫୦୧ ଜଣ ସଂକ୍ରମିତ

ଭୁବନେଶ୍ବର: ରାଜ୍ଯରେ ଆଜି ୧୫୦୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୧୦୦୨ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ଏବଂ ୫୦୧ ଲୋକାଲ କେସ୍ ରୁ ଚିହ୍ନଟ ହୋଇଥିବାନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସମୁଦାୟ ୨୮ଟି ଜିଲ୍ଲାରୁ ଏହି ସମସ୍ତ ନୂଆ ସଂକ୍ରମିତ…

ଆଜି ରାଜ୍ଯରେ ୬୭୩ କରୋନା ପଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮,୧୧୦ରେ ପହଞ୍ଚିଲା

ଭୁବନେଶ୍ବର: ଆଜି ରାଜ୍ଯରେ ୬୭୩ କରୋନା ପଜିଟିଭ୍ ଚିହ୍ନଟ । କ୍ୱାରେଣ୍ଟାଇନ ସେଣ୍ଟରରୁ ୪୪୬ ଓ ସ୍ଥାନୀୟ ଅଞ୍ଚଳରୁ ୨୨୭ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮,୧୧୦ରେ ପହଞ୍ଚିଛି । ଗଞ୍ଜାମରୁ ସର୍ବାଧିକ ୨୩୯ ପଜିଟିଭ ଚିହ୍ନଟ ହୋଇଛନ୍ତି । ସମୁଦାୟ ୨୩ଟି ଜିଲ୍ଲାରୁ…

ରାଜ୍ଯରେ ପୁଣି ୭୧୮ କରୋନା ପଜିଟିଭ୍ ଚିହ୍ନଟ: ଗଞ୍ଜାମରୁ ସର୍ବାଧିକ ୨୩୧, ଖୋର୍ଦ୍ଧାରୁ ୧୫୦ ଜଣ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ଯରେ ପୁଣି ୭୧୮ କରୋନା ପଜିଟିଭ୍ ଚିହ୍ନଟ। ଏମାନଙ୍କ ଭିତରୁ କ୍ବାରେଣ୍ଟାଇନ୍ ସେଣ୍ଟରୁ ୪୭୯ ଏବଂ ଲୋକାଲ୍ କେସରୁ ୨୩୯ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ୨୪ଟି ଜିଲ୍ଲାରୁ ଏହି ନୂଆ ଆକ୍ରାନ୍ତମାନେ ଚିହ୍ନଟ ହୋଇଥିବା ନେଇ ରାଜ୍ଯ ସୂଚନ ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା…

ରାଜ୍ୟରେ ୨୧୦ ନୂଆ କରୋନା ପଜିଟିଭ୍ ଚିହ୍ନଟ, ମୋଟ୍ ସଂକ୍ରମିତଙ୍କ ସଂଖ୍ଯା ସାଢେ ୫ହଜାର ଟପିଲା

ଭୁବନେଶ୍ବର : ରାଜ୍ୟରେ ଆଜି ୨୧୦ ନୂଆ କରୋନା ପଜିଟିଭ୍ ଚିହ୍ନଟ।  ୧୮ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ଏହି ୨୧୦ ପଜିଟିଭ୍। ଏମାନଙ୍କ ମଧ୍ଯରୁ ୧୭୪ କ୍ୱାରେଣ୍ଟିନ୍ ସେଣ୍ଟରରୁ ଥିବା ବେଳେ ୩୬ ଲୋକାଲ୍ କେସ୍ । ଏମାନଙ୍କ ଭିତରୁ ଖୋର୍ଦ୍ଧାରୁ ୪୭, କେନ୍ଦୁଝରରୁ ୫, ଦେଓଗଡ଼ରୁ ୧, ନବରଙ୍ଗପୁରରୁ ୨,…

ରାଜ୍ଯରେ ଆଉ ୧୩୮ ନୂଆ କରୋନା ପଜିଟିଭ୍ ଚିହ୍ନଟ, ମୋଟ୍ ସଂକ୍ରମିତଙ୍କ ସଂଖ୍ଯା ୨୨୯୪କୁ ବୃଦ୍ଧି

ଭୁବନେଶ୍ବର : ରାଜ୍ଯରେ ଆଉ ୧୩୮ ନୂଆ କରୋନା ପଜିଟିଭ୍ ଚିହ୍ନଟ। ଏହାକୁ ମୋଟ୍ ସଂକ୍ରମିତଙ୍କ ସଂଖ୍ଯା ୨୨୯୪ରେ ପହଁଚିଲା। ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି । ତେବେ ଏମାନଙ୍କ ଭିତରୁ ଯାଜପୁରରୁ ୬ଜଣ, ଖୋଦ୍ଧାରୁ ୧୩ଜଣ, ରାୟଗଡାରୁ ୧, ମୟୁରଭଞ୍ଜରୁ ୬ଜଣ,…