Browsing Tag

coronavirus odisha

ଆଜି ରାଜ୍ୟରେ ୮୩୮୬ କରୋନା ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ ୧୮୪୦

ସଂକ୍ରମଣରେ ଲାଗୁନି ବ୍ରେକ୍‌। ରାଜ୍ୟରେ ୮ହଜାର ଟପିଲା ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଦୈନିକ ସଂକ୍ରମଣରେ ୨୭% ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୮୩୮୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଅନ୍ୟପଟେ ୧୦ ଜଣଙ୍କ ମୃତ୍ୟୁ ଘଟିଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୮୪୦ ଜଣ…

ଆଜି ରାଜ୍ଯରେ ୧୮୩ କରୋନା ପଜିଟିଭ୍ ଚିହ୍ନଟ, ଗଲା ୨ଜଣଙ୍କ ଜୀବନ

ଭୁବନେଶ୍ବର: ରାଜ୍ଯରେ ଆଜି ୧୮୩ କରୋନା ପଜିଟିଭ୍ ଚିହ୍ନଟ। ଏମାନଙ୍କ ଭିତରୁ କ୍ବାରେଣ୍ଟାଇନ୍ ସେଣ୍ଟରରୁ ୧୦୬, ଏବଂ ଲୋକାଲ୍ କେସରୁ ୭୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୦ହଜାର ୪୯୨କୁ ବୃଦ୍ଧି ପାଇଛି। ସେହିପରି ସୁସ୍ଥ ହେଲେଣି…

ରାଜ୍ୟରେ ମହାମାରୀ ନେଲା ଆଉ ୩ ଜୀବନ: କରୋନା ଟାର୍ଗେଟରେ ଗଞ୍ଜାମ ଓ ଗଜପତି

ଭୁବନେଶ୍ବର: ରାଜ୍ୟରେ କରୋନା ନେଲା ଆଉ ୩ ଜୀବନ । ଗଞ୍ଜାମରୁ ୨ ଓ ଗଜପତିରୁ ଜଣେ ମୃତ୍ଯୁବରଣ କରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତ୍ୟୁସଂଖ୍ୟା ୮୬ରେ ପହଞ୍ଚିଲା । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା । ମୃତକଙ୍କ ଭିତରେ ଗଞ୍ଜାମର ଜଣେ ୬୩ ବର୍ଷିୟ…

ରାଜ୍ୟରେ ଚିହ୍ନଟ ହେଲେ ଆଉ ୨୪୫ ନୂଆ କରୋନା ଆକ୍ରାନ୍ତ, ଖାଲି ଗଞ୍ଜାମରୁ ୯୬ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଚିହ୍ନଟ ହେଲେ ଆଉ ୨୪୫ ନୂଆ କରୋନା ଆକ୍ରାନ୍ତ । ଏହାକୁ ମିଶରଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୮୫୯ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏମାନଙ୍କ ଭିତରୁ କ୍ୱାରେଣ୍ଟାଇନ ସେଣ୍ଟରୁ ୨୧୪ ଜଣ ଓ ଲୋକାଲ୍ କେସରୁ ୩୧ଜଣ ଚିହ୍ନଟ।…

ରାଜ୍ୟରେ ଆଉ ୧୭୦ କରୋନା ପଜିଟିଭ ଚିହ୍ନଟ, ୬୩୫୦ ଛୁଇଁଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର: ରାଜ୍ୟରେ ଆଉ ୧୭୦ କରୋନା ପଜିଟିଭ ଚିହ୍ନଟ। ଏହାକୁ ମିଶାଇ ରାଜ୍ଯରେ ୬୩୫୦ ଛୁଇଁଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା। ଏହି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୧୪୩ ଜଣ ଓ ଲୋକାଲ କେସ୍ ୨୭ ଜଣ। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।…

ରାଜ୍ୟରେ ୨୭ ଜିଲ୍ଲାକୁ ବ୍ୟାପି ସାରିଲା କରୋନା, ବାକି ରହିଲା ଆଉ ୩ଜିଲ୍ଲା : ଜାଣନ୍ତୁ ଏବେ ସୁଦ୍ଧା କେଉଁଠୁ କେତେ?

ଭୁବନେଶ୍ବର: ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୬କୁ ବୃଦ୍ଧି ପାଇଛି। ଏବେ ସୁଦ୍ଧା ୨୭ ଜିଲ୍ଲାକୁ ବ୍ୟାପି ସାରିଛି କରୋନା ସଂକ୍ରମଣ। ତେବେ ଆଉ ମାତ୍ର ବାକି ରହିଲା ୩ଟି ଜିଲ୍ଲା। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଆସନ୍ତୁ ଜାଣିବା ଏବେ…

ରାଜ୍ଯରେ ପୁଣି ୮୦ କରୋନା ପଜିଟିଭ୍ ଚିହ୍ନଟ, ମୋଟ ସଂକ୍ରମିତଙ୍କ ସଂଖ୍ଯା ୧୨୬୯କୁ ବୃଦ୍ଧି

ଭୁବନେଶ୍ବର: ରାଜ୍ଯରେ ଆଉ ୮୦ କରୋନା ପଜିଟିଭ୍ ଚିହ୍ନଟ। ଏହାକୁ ମିଶାଇ ରାଜ୍ଯରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ଯା ୧୨୬୯କୁ ବୃଦ୍ଧି ପାଇଛି । ପଜିଟିଭଙ୍କ ଭିତରେ ଗଞ୍ଜାମରୁ ୧୯, ଯାଜପୁରରୁ ୧୪, ବାଲେଶ୍ବରରୁ ୩, ପୁରୀରୁ ୧୭, କଟକରୁ ଜଣେ, ସୁନ୍ଦରଗଡରୁ ୫, ନୟାଗଡରୁ ୫,ବଲାଙ୍ଗିରରୁ ୧ ,…

ରାଜ୍ୟରେ ସୁସ୍ଥ ହେଲେ ଆଉ ୮ କରୋନା ଆକ୍ରାନ୍ତ

ଭୁବନେଶ୍ବର: ରାଜ୍ୟରେ ଆଉ ୮ କରୋନା ଆକ୍ରାନ୍ତ ସୁସ୍ଥ । ଯାଜପୁରରୁ ୪, ଭଦ୍ରକରୁ ୨, ବାଲେଶ୍ୱର ଓ କେନ୍ଦୁଝରରୁ ଜଣେ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ୧୬୬ ଜଣ ସଂକ୍ରମିତ ସୁସ୍ଥ ହୋଇ ସାରିଲେଣି ।ତେବେ ଗତକାଲି ଏକାଥରକେ ରାଜ୍ୟର ୧୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିଲେ…

ରାଜ୍ୟରେ ପୁଣି ଏକାଥରକେ ସୁସ୍ଥ ହେଲେ ୧୫ କରୋନା ଆକ୍ରାନ୍ତ

ଭୁବନେଶ୍ବର: ପୁଣି ଖୁସି ଖବର ଦେଲା ସ୍ବାସ୍ଥ୍ୟ ବିଭାଗ। ଏକାଥରକେ ରାଜ୍ୟର ୧୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ଆକ୍ରାନ୍ତ ସବୁ ଯାଜପୁର ଜିଲ୍ଲାର l ତେବେ ଏହାକୁ ମିଶାଇ ଯାଜପୁରରେ ସମୁଦାୟ ୪୮ଜଣ ଆକ୍ରାନ୍ତ ସୁସ୍ଥ ହେଲେ । ଏଥି ସହ ରାଜ୍ୟରେ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ…

ଆଜି ଗୋଟିଏ ଦିନରେ ୧୦୧ ନୂଆ ଆକ୍ରାନ୍ତ ଚିହ୍ନଟ, ରାଜ୍ୟରେ ପଜିଟିଭ୍‌ଙ୍କ ସଂଖ୍ୟା ୫୩୮କୁ ବୃଦ୍ଧି

ଭୁବନେଶ୍ବର: ଗୋଟିଏ ଦିନରେ ୧୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଆଜି ୧୦୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରେ ୫୨ ଓ ବାଲେଶ୍ୱରରେ ୩୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଯାଜପୁର, ସୁନ୍ଦରଗଡରେ ୭ ଏବଂ କେନ୍ଦୁଝରରେ ୨ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ପଜିଟିଭ୍‌ଙ୍କ…

ପୁଣି ୨୩ କରୋନା ପଜିଟିଭ୍ ଚିହ୍ନଟ, ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ଯା ୪୩୭ରେ ପହଁଚିଲା

ଭୁବନେଶ୍ବର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଥମିବାର ନାଁ ନେଉ ନାହିଁ ।  ପୁଣି ୨୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ଯା ୪୩୭ରେ ପହଁଚିଛି। ନୂଆ ସଂକ୍ରମିତଙ୍କ ମଧ୍ଯରେ ବାଲେଶ୍ବରର ୧୫ଜଣ, ଗଞ୍ଜାମର ୩ଜଣ, ଯାଜପୁରର ୩ଜଣ, ପୁରୀ ଓ ବୌଦ୍ଧରୁ ଜଣେ ଜଣେ…

ଆଜି ଚିହ୍ନଟ ହୋଇଥିବା ୧୭ ଆକ୍ରାନ୍ତଙ୍କ ମଧ୍ୟରୁ ୧୬ ଜଣ ସୁରତ ଫେରନ୍ତା

ଭୁବନେଶ୍ବର: ଆଜି ଚିହ୍ନଟ ହୋଇଥିବା ୧୭ ଆକ୍ରାନ୍ତଙ୍କ ମଧ୍ୟ ୧୬ ଜଣ ସୁରତ ଫେରନ୍ତା । ଗଞ୍ଜାମର ସମସ୍ତ ଆକ୍ରାନ୍ତ ସୁରତ ଫେରନ୍ତା । ସେହିପରି ମୟୂରଭଞ୍ଜର ଦୁଇ ଜଣ ଓ ଭଦ୍ରକର ଜଣେ ଆକ୍ରାନ୍ତ ମଧ୍ୟ ସୁରତରୁ ଫେରିଛନ୍ତି । ରାଉରକେଲାର ଆକ୍ରାନ୍ତ କଣ୍ଟେନ୍‌ମେଣ୍ଟ ଅଞ୍ଚଳର । ସମସ୍ତ ୧୭ ଆକ୍ରାନ୍ତ…