Browsing Tag

coronavirus odisha total case

ରାଜ୍ଯରେ ୪୯୪ କରୋନା ପଜିଟିଭ୍ ଚିହ୍ନଟ, ମୋଟ୍ ଆକ୍ରାନ୍ତଙ୍କ ସଂଖ୍ଯା ୧୫,୩୯୨କୁ ବୃଦ୍ଧି

ଭୁବନେଶ୍ବର : ରାଜ୍ଯରେ ୪୯୪ କରୋନା ପଜିଟିଭ୍ ଚିହ୍ନଟ। ଏମାନଙ୍କ ଭିତରୁ କ୍ବାରେଣ୍ଟାଇନ୍ ରୁ ୩୨୨ଜଣ ଏବଂ ଲୋକାଲ୍ କେସରୁ ୧୭୨ଜଣ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ଯା ୧୫,୩୯୨କୁ ବୃଦ୍ଧି ପାଇଛି । ୨୩ଟି ଜିଲ୍ଲାରୁ ଏହି ୪୯୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ…

ରାଜ୍ୟରେ ଆଉ ୭୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୫୯୩କୁ ବୃଦ୍ଧି

ଭୁବନେଶ୍ବର: ପୁଣି ରାଜ୍ୟରେ ଆଉ ୭୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୫୯୩ କୁ ବୃଦ୍ଧି ପାଇଛି । ତେବେ ୧୦ଜିଲ୍ଲାରୁ ଏହି ୭୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୭୪ଜଣ କ୍ୱାରେଣ୍ଟାଇନ ସେଣ୍ଟରରେ ଥିବାବେଳେ ୨ଜଣ ସ୍ଥାନୀୟ…

ରାଜ୍ୟରେ ୨୭ ଜିଲ୍ଲାକୁ ବ୍ୟାପି ସାରିଲା କରୋନା, ବାକି ରହିଲା ଆଉ ୩ଜିଲ୍ଲା : ଜାଣନ୍ତୁ ଏବେ ସୁଦ୍ଧା କେଉଁଠୁ କେତେ?

ଭୁବନେଶ୍ବର: ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୬କୁ ବୃଦ୍ଧି ପାଇଛି। ଏବେ ସୁଦ୍ଧା ୨୭ ଜିଲ୍ଲାକୁ ବ୍ୟାପି ସାରିଛି କରୋନା ସଂକ୍ରମଣ। ତେବେ ଆଉ ମାତ୍ର ବାକି ରହିଲା ୩ଟି ଜିଲ୍ଲା। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଆସନ୍ତୁ ଜାଣିବା ଏବେ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୮ କରୋନା ଆକ୍ରାନ୍ତ

ଭୁବନେଶ୍ବର: ରାଜ୍ୟରେ ଆଉ ୮ କରୋନା ଆକ୍ରାନ୍ତ ସୁସ୍ଥ । ଯାଜପୁରରୁ ୪, ଭଦ୍ରକରୁ ୨, ବାଲେଶ୍ୱର ଓ କେନ୍ଦୁଝରରୁ ଜଣେ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ୧୬୬ ଜଣ ସଂକ୍ରମିତ ସୁସ୍ଥ ହୋଇ ସାରିଲେଣି ।ତେବେ ଗତକାଲି ଏକାଥରକେ ରାଜ୍ୟର ୧୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିଲେ…