ଆଜି ରାଜ୍ୟରେ ୮୩୮୬ କରୋନା ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ ୧୮୪୦
ସଂକ୍ରମଣରେ ଲାଗୁନି ବ୍ରେକ୍। ରାଜ୍ୟରେ ୮ହଜାର ଟପିଲା ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଦୈନିକ ସଂକ୍ରମଣରେ ୨୭% ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୮୩୮୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଅନ୍ୟପଟେ ୧୦ ଜଣଙ୍କ ମୃତ୍ୟୁ ଘଟିଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୮୪୦ ଜଣ…