କରୋନା ପାଇଁ ୧ ଲକ୍ଷ ୭୦ ହଜାର କୋଟିର ପ୍ୟାକେଜ୍ ଘୋଷଣା କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ୍, ଜାଣନ୍ତୁ କାହାକୁ…
ମୁମ୍ବାଇ : କରୋନା ନେଇ ଆର୍ଥିକ ପ୍ୟାକେଜ୍ ଘୋଷଣା କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ୍ । ୧ ଲକ୍ଷ ୭୦ ହଜାର କୋଟିର ପ୍ୟାକେଜ୍ ଘୋଷଣା ହୋଇଛି । ଲକ୍ଡାଉନରେ ପ୍ରଭାବିତ ଗରିବ ଓ ଶ୍ରମିକଙ୍କୁ ସହାୟତା ପ୍ରଦାନ କରାଯିବ । ସମସ୍ତ ସ୍ୱାସ୍ଥ୍ୟକର୍ମୀଙ୍କ ପାଇଁ ୫୦ ଲକ୍ଷ ପର୍ଯ୍ୟନ୍ତ ବୀମା…