ଆଜି ଭୁବନେଶ୍ୱରରୁ ୨୯ ଜଣ ଓ କଟକରୁ ୫ ଜଣ କରୋନା ପଜିଟିଭ୍ ଚିହ୍ନଟ, ବଢୁଛି ଲୋକାଲ କଣ୍ଟାକ୍ଟ କେସ୍
ଭୁବନେଶ୍ୱର: ଭୁବନେଶ୍ୱରରୁ ଆଜି ଆଉ ୨୯ ଜଣ କରୋନା ପଜିଟିଭ୍ ଚିହ୍ନଟ । ଏମାନଙ୍କ ଭିତରେ ୧୪ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଥିବା ବେଳେ ୧୪ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଏହି ଭୂତାଣୁରେ ସଂକ୍ରମିତ ହୋଇଛନ୍ତି ଜଣେ କରୋନା ଯୋଦ୍ଧା । ସୂଚନା ଅନୁଯାୟୀ…